Breaking News

କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||     

ଜି ଉଦୟ ଗିରି ସହର ରେ ପଶିଲା ଦନ୍ତା ହାତୀ, ଭୟଭୀତ ଲୋକେ |

23-Aug-2025

ସହରରେ ବୁଲିଲା ଦନ୍ତା ହାତୀ: ଭୟଭୀତ ଲୋକେ : ଜଙ୍ଗଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡୁ

ଓଡିଶା ଜନମତ, ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ):୨୩/୦୮:

  କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଅଞ୍ଚଳର ଜଙ୍ଗଲ ନିକଟ ବର୍ତ୍ତି ଗାଁ ଗୁଡ଼ିକରେ ଉପଦ୍ରବ କରି ୩ ମଣିଷ,୧୦ରୁ ଉର୍ଦ୍ଧ୍ୱ ଗାଈ ମାରିଥିବାବେଳେ ୨୨ ତାରିଖ ପ୍ରାୟ ରାତି ୨ଟା ହେବ ସ୍ଥାନୀୟ ଧବଳେଶ୍ୱର ମନ୍ଦିରର ନିକଟରେ କିଛି ଖାଇବା ସହ ଗଛ, ପାଚେରୀ ଭାଙ୍ଗିଥିବା ନେଇ ମନ୍ଦିର ପୂଜକ ସନ୍ତୋଷ କୁମାର ମୁନିଙ୍କ ଠାରୁ ସୂଚନା ମିଳିଛି। ସୂଚନା ଅନୁସାରେ, ଦନ୍ତା ହାତୀଟି ଧବଳେଶ୍ଵର ମନ୍ଦିର ଠାରୁ ଚମ୍ପା ସାହି, କଚେରୀ ସାହି, ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଅଞ୍ଚଳ ଦେଇ ନିକଟସ୍ଥ ବିଲ ମାଳରେ ପଶି ଗାମୁଲି ଜଙ୍ଗଲକୁ ପଳେଇ ଯାଇଛି। ଉକ୍ତ ଦନ୍ତା ହାତୀକୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯିବା ପ୍ରତିବାଦରେ ଗତ ୧୯ ତାରିଖରେ ସ୍ଥାନୀୟ ବ୍ଲକ ଅନ୍ତର୍ଗତ ୨୦ ଖଣ୍ଡ ଗାଁର ହଜାର ହଜାର ମହିଳା ପୁରୁଷ ଜି.ଉଦୟଗିରି, କଳିଙ୍ଗା ବନ୍ଦ ଡାକରା ଦେଇ ବିଶାଳ ରାଲିରେ ଯାଇ ମାନ୍ୟବର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାର ଓ ବିଡିଓଙ୍କୁ ଲିଖିତ ଦାବିପତ୍ର ଦେଇଥିଲେ। ହାତୀ ଏବେ ସହର ମଝିରେ ପଶିବା ଖବର ପାଇ ସହର ବାସି ଭୟଭୀତ ଥିବା ଦେଖିବାକୁ ମିଳିଛି। ଏଥି ପ୍ରତି ଜଙ୍ଗଲ ବିଭାଗ ଉଚ୍ଚ କର୍ତ୍ତୃ ପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଦାବୀ ହେଉଛି l

News Comment

You Might Also Like

BACK TO TOP