Breaking News

କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||     

ହାତୀ ଓଟୋ ନୋଡାଲ ହାଇସ୍କୁଲ ରେ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ |

24-Aug-2025

ହାତୀ ଓଟୋ  ନୋଡାଲ ହାଇସ୍କୁଲ ରେ  ଛାତ୍ର, ଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ | 
ଓଡ଼ିଶାଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,
ତା.୨୪/୦୮/୨୦୨୫:
ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟରେ ସମଗ୍ର ଶିକ୍ଷା, ଗଞ୍ଜାମ ଏବଂ ହାତୀଓଟ ନୋଡାଲ୍ ହାଇସ୍କୁଲ ଦ୍ୱାରା ଗୋଟିଏ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା ଏବଂ ସୁରେନ୍ଦ୍ର ସାଇ ଦିବ୍ୟ ଦୃଷ୍ଟି ଚକ୍ଷୁ ପରୀକ୍ଷା କରିଥିଲେ। ଏହି ଶିବିରରେ ମୋଟ 225 ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଯାଇଥିଲା ଏବଂ 112 ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା ଚକ୍ଷୁ ଚିହ୍ନଟ କରାଯାଇଥିଲା। 5 ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ସମସ୍ୟା ଥିବାରୁ ସେମାନଙ୍କୁ ଜିଲ୍ଲା ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା ୲
ଏହି କାର୍ଯ୍ୟକ୍ରମରେ ହାତୀଓଟ ନୋଡାଲ୍ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଉମା ଶଙ୍କର ଦାସ  ଏବଂ ବିଦ୍ୟାଳୟର ଶିକ୍ଷକ ନିରାନନ୍ଦ ସାହୁ, ଶଙ୍କର ପ୍ରଧାନ, ଶୁଭକାନ୍ତ ସାହୁ, ସୁନୀତା କୁମାରୀ ବଡ଼ ଜେନା, ରମେଶ ଚନ୍ଦ୍ର ସ୍ବାଇଁ, ସମୀର କୁମାର ଦଳେଇ,ସବିତା ରାଉତ, ଗଣପତି ସାହୁ, ସୁଶାନ୍ତ କୁମାର ସ୍ଵାଇଁ, କର୍ମଚାରୀ ଆଶିଷ କୁମାର ପାତ୍ର, ଏବଂ ଦୀପକ କୁମାର ପ୍ରଧାନ ଉପସ୍ଥିତ ଥିଲେ। ଡକ୍ଟର ସିଲା ସୀତାରାମ, ଚକ୍ଷୁ ବିଶେଷଜ୍ଞ ଡକ୍ଟର ଏ. ନାଗେଶ୍ୱର ରାଓ ଆଚାରୀ ଏବଂ ସ୍ରୁଷ୍ଟି ସାହୁ ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା କରିଥିଲେ। ପୋଲସରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ  ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶ୍ରୀହର୍ଷବାବୁ ଖାଡ଼ଙ୍ଗା,ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତି ପ୍ରଭାସିନି ତ୍ରିପାଠୀ,ବ୍ଲକ ସମ୍ବଳ ଶିକ୍ଷକ ଶ୍ରୀଯୁକ୍ତ ଉପେନ୍ଦ୍ର କୁମାର ସେଠୀ ଏବଂ କମଳିନୀ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ୲  ସମସ୍ତ ସମନ୍ୱିତ ଶିକ୍ଷା ସ୍ୱେଚ୍ଛାସେବକ ଏବଂ CRCC ଶ୍ରୀ ରାକେଶ ରୋଶନ ବେହେରା ବିଦ୍ୟାଳୟରେ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP