Breaking News

ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||     

ଭଞ୍ଜନଗର ପୋଲିସ ଦ୍ୱାରା ବ୍ରାଉନ ସୁଗାର କାରବାର ରେ 3ଜଣ ଗିରଫ |

24-Aug-2025

ବ୍ରାଉନ୍ ସୁଗାର କାରବାର ଅଭିଯୋଗରେ ଭଞ୍ଜନଗର ପୋଲିସ୍ ଦ୍ଵାରା ୩ ଗିରଫ ୩୧ ଗ୍ରାମ୍ ବ୍ରାଉନ ସୁଗାର୍ ଜବତ।
ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ଭଞ୍ଜନଗର  ପୋଲିସ୍ ଟିମ୍‌ ଜାମପଲ୍ଲୀ ଝଙ୍କରାଇ ମନ୍ଦିର ନିକଟରେ ସନ୍ଦେହ ଜନକ ଭାବେ ତିନି ଜଣ ଯୁବକ ଙ୍କୁ ଅଟକ ରଖି ଯାଞ୍ଚ କରିଥିଲେ । ଅଟକ ଯୁବକ ମାନଙ୍କ ଠାରୁ ୩୧ ଗ୍ରାମ ବ୍ରାଉନ ସୁଗାର୍,୨ଟି ମୋବାଇଲ ଫୋନ ଓ କିଛି ନଗଦ ଟଙ୍କା ଜବତ କରିଛନ୍ତି ଓ ୩ ଯୁବକ ଯଥା ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡାପଲୀ ଗ୍ରାମର ରାକେଶ କୁମାର ବେହେରା  , ଭଞ୍ଜନଗର ଥାନା ଭେଜିପୁଟ୍ ଅଞ୍ଚଳର ଅମିୟ ରଞ୍ଜନ ମହାନ୍ତି ଓ ବାଉଁଶଲୁଣ୍ଡି ଗ୍ରାମର ଅମିତ କୁମାର ବେହେରା କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।।ମିଳିଥିବା ବ୍ରାଉନ ସୁଗାର ଆନୁମାନିକ ମୂଲ୍ୟ  ତିନି ଲକ୍ଷ୍ୟ ରୁ  ଉର୍ଦ୍ଧ ହେବ ବୋଲି ଜଣାପଡିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରେ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକାରୀ,ଅତିରିକ୍ତ ଆରକ୍ଷୀ ଅଧିକାରୀ ଓ    ଭଞ୍ଜନଗର ଥାନା ଅଧିକାରୀ ଉପସ୍ଥିତ ରହି ନିଶା କାରବାର ରେ ଲିପ୍ତ ଯୁବ ସମାଜକୁ ତାଗିଦ କରିଛନ୍ତି ।ଭଞ୍ଜନଗର ଅଞ୍ଚଳରେ ପ୍ରଥମ ଥର ପାଇଁ ବ୍ରାଉନ ସୁଗର ମିଳିବା ଭଞ୍ଜନଗର ପୋଲିସ ପାଇଁ ଗୋଟାଏ ଖୋଲା ଚାଲେଞ୍ଜ୍ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP