Breaking News

ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||     

ଗୋପାଳ ପୁରଛକରେ ଟ୍ରକ ଧକ୍କା ରେ ଯୁବକଙ୍କ ମୃତ୍ୟୁ |

24-Aug-2025

ଟ୍ରକ୍ ଧକ୍କାରେ ଯୁବକ ର ମୃତ୍ୟୁ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ), 

ବ୍ରହ୍ମପୁର ସହର ଉପକଣ୍ଠ ତଥା ଗୋପାଳପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ସାଲବେଗ ନଗର ରାସ୍ତା ଉପରେ ଏକ ଟ୍ରକ୍ ଧକ୍କାରେ ଏସ୍ ପାପେୟା ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଦିଗିପୁର ଗ୍ରାମର ପାପେୟା ନିଜ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ କଲିକତାରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ଟ୍ରକ୍ ତାକୁ ଧକ୍କା ଦେଇଥିଲା। ଯାହା ଫଳରେ ରାସ୍ତାର ଏପାଖରେ ପାପେୟା ଗୁରୁତର ଅବସ୍ଥାରେ ଛିଟିକି ପଡ଼ିଥିବା ବେଳେ ମୋଟରସାଇକେଲ ଟି ଅପର ପାର୍ଶ୍ୱରେ ପଡ଼ିଥିଲା। ଖବର ପାଇ ଗୋପାଳପୁର ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ଅନ୍ୟ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଆହତ ପାପେୟା ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଜବତ କରି ଚାଳକ ଶ୍ରୀନିବାସ କୁ ଥାନା ରେ ଅଟକ ରଖିଛନ୍ତି। ଗୁରୁତର ଯୁବକ ର ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ଓ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP