Breaking News

ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||     

ବୁଗୁଡ଼ା ବ୍ଳକ ରେ 10 ପ୍ରଶିକ୍ଷାର୍ଥି ଓଏଏସ ଅଧିକାରୀ ଙ୍କ ତାଲିମ ଗ୍ରହଣ |

25-Aug-2025

ବୁଗୁଡା ବ୍ଳକରେ ୧୦ ଜଣ ପ୍ରଶିକ୍ଷାର୍ଥୀ ଓଏଏସ ଅଫିସରଙ୍କ ତାଲିମ ଗ୍ରହଣ।
ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ପୋଲସରା  ୨୫/୮/୨୫ : ଗଞ୍ଜାମ ଜିଲ୍ଲାପାଳଙ୍କ ପତ୍ର ସଂଖ୍ୟା ୧୯୭୧, ତାରିଖ ୨୧/୮/୨୦୨୫ ପ୍ରକାରେ ଗଞ୍ଜାମ ଜିଲ୍ଲାର ୮ ଗୋଟି ବ୍ଳକର ୧୬ ଗୋଟି ପଞ୍ଚାୟତରେ ୧୬ଟି ଗୃପରେ ୮୦ ଜଣ ଓଡିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ପ୍ରଶିକ୍ଷାର୍ଥୀ ଭାବେ ଚଳିତ ଅଗଷ୍ଟ ମାସ ୨୪ ତାରିଖ ଠାରୁ ଆସନ୍ତା  ୩୦ ତାରିଖ ପର୍ଯ୍ୟନ୍ତ ୭ ଦିନ ପାଇଁ ସରକାରୀ ଯୋଜନା ଗ୍ରାମାଞ୍ଚଳରେ କିପରି କାର୍ଯ୍ୟକାରୀ ହେଉଅଛି ତାଲିମ ଗ୍ରହଣ କରୁଛନ୍ତି। ଏହି ପତ୍ର ପ୍ରକାରେ ବୁଗୁଡା ବ୍ଳକକୁ ୧୦ ଜଣ ଓଏଏସ ଅଫିସର ପ୍ରଶିକ୍ଷାର୍ଥୀ ଭାବେ ତାଲିମ  ନେଉଛନ୍ତି। ଏହି ସମସ୍ତ ଅଫିସର ମାନଙ୍କୁ  ବୁଗୁଡା ବ୍ଲକ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହ ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। ମିଳିଥିଲା ସୂଚନା ପ୍ରକାରେ ବୁଗୁଡା ବ୍ଳକର ପାଙ୍ଗିଡି ଓ ତାକରଡା ଗ୍ରାମ ପଞ୍ଚାୟତରେ ଦୁଇଟି ଗୃପରେ ଏହି ୧୦ ଜଣ ଓଏଏସ ଅଫିସର ୭ ଦିନ ପାଇଁ ତାଲିମ ଗ୍ରହଣ କରିବେ। ପାଙ୍ଗିଡି ପଞ୍ଚାୟତରେ ସପ୍ତମ ଗୃପରେ ନିବେଦିତା ରାଉତ, ଦୀପ୍ତିରେଖା ବାଗ, ଦୀପ୍ତି ରଞ୍ଜନ ସାହୁ, ସରୋଜ କୁମାର ବେହେରା ଓ ଭବାନୀ ଶଙ୍କର ମହନ୍ତ ଏବଂ ତାକରଡା ପଞ୍ଚାୟତରେ ଅଷ୍ଟମ ଗୃପରେ ଅଭିଷେକ ସ୍ବାଇଁ, ସତ୍ୟ ପ୍ରକାଶ ମିଶ୍ର, ରାଜେଶ କୁମାର ସାହୁ, ମିତାଲି ମଧୁସ୍ମିତା ମିଶ୍ର ଓ ସିଦ୍ଧାର୍ଥ ଶେଖର ଦାସ ପ୍ରଶିକ୍ଷାର୍ଥୀ ଭାବେ ଏହି ୧୦ ଜଣ ଓଏଏସ ଅଫିସର ତାଲିମ ଗ୍ରହଣ କରୁଛନ୍ତି।  ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ୱାବଧାନରେ ପାଙ୍ଗିଡି ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଶ୍ରୀକାନ୍ତ ସେଠୀ, ପିଇଓ ପ୍ରଫୁଲ କୁମାର ପ୍ରଧାନ ଓ ଏଡିଇଓ ଜ୍ୟୋତିର୍ମୟୀ ସ୍ୱାଇଁ ଏବଂ ତାକରଡା ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ମନୋରଞ୍ଜନ ପ୍ରଧାନ, ପିଇଓ ସୁବ୍ରତ କୁମାର ଗଡନାୟକ ଓ ଜିଆରଏସ ଶଙ୍କର ମଲ୍ଲିକ ନୋଡାଲ ଅଫିସର ଭାବେ ପ୍ରଶିକ୍ଷାର୍ଥୀ ଓଏଏସ ଅଫିସର ବୃନ୍ଦଙ୍କୁ ସହଯୋଗ କରୁଛନ୍ତି।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP