Breaking News

ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||     

ପୁରୁଷୋତ୍ତମପୁର ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଓ ପୋଷ୍ଟର ଉନ୍ମୋଚିତ |

26-Aug-2025

ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର,ତାରାତାରିଣୀ କଲେଜ ରେ ଚଳନଶୀଳ କର୍ମଶାଳା ଏବଂ ପୋଷ୍ଟର ଉନ୍ମୋଚନ.

        ଓଡିଶା ଜନମତ ବ୍ୟୁରୋ,

ତାରାତାରିଣୀ କଲେଜ ପରିସରରେ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ତରଫରୁ ଏକ ଚଳନାଶୀଳ କର୍ମଶାଳା ଆୟୋଜିତ ହୋଇଥିଲା ଏବଂ ଏହି ଅବସରରେ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ର ପୋଷ୍ଟର ଉନ୍ମୋଚିତ ହୋଇଯାଇଛି | କର୍ମଶାଳା ରେ କଲେଜ ଅଧ୍ୟକ୍ଷ ଡ଼. ସୁରେନ୍ଦ୍ରନାଥ ପଣ୍ଡା, କଲେଜ ପ୍ରଶାସନ ମୁଖ୍ୟା ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର, ଶକ୍ତିଶ୍ରୀ ସଂଯୋଜିକା ଶ୍ରୀମତୀ ନମ୍ରତା ମିଶ୍ର, ସହ ସଂଯୋଜିକା ଶ୍ରୀମତୀ ସୁଜାତା ଦାଶ ଏବଂ ସାଥି ସୁଶ୍ରୀ ମନୀଷା ସାହୁ ତଥା ସମସ୍ତ ବିଷୟର କ୍ଲାସ ରିପ୍ରେଜେଣ୍ଟେଟିଭ ଉପସ୍ଥିତ ଥିଲେ | ଅଧ୍ୟକ୍ଷ ଶ୍ରୀ ପଣ୍ଡା ଛାତ୍ରୀ ମାନଙ୍କ ଉଦେଶ୍ୟରେ ଉଦବୋଧନ ଦେଇ ଶକ୍ତିଶ୍ରୀ ସଶକ୍ତିକରଣ ସରଳ ବ୍ୟାଖ୍ୟା କରିଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି ରେ ଏହାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ | ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର ସମସ୍ତ ଛାତ୍ରୀଙ୍କୁ ଆସନ୍ନ ବିପଦ ଓ ଆତ୍ମସୁରକ୍ଷା ବିଷୟରେ ସଚେତନ କରାଇଥିଲେ ଏବଂ ଆତ୍ମସୁରକ୍ଷାର କିଛି କୌଶଳ ଉପରେ ଆଲୋକପାତ କରିଥିଲେ | ଶେଷରେ ଶ୍ରୀମତୀ ନମ୍ରତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ | ଶ୍ରୀମତୀ ସୁଜାତା ଦାଶ, ସୁଶ୍ରୀ ମିନାକ୍ଷୀ ଦାଶ ସମେତ ସମସ୍ତ ଅଧ୍ୟାପିକା ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ଏବଂ ସାହାଯ୍ୟ କରିଥିଲେ |

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP