Breaking News

ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||     

ପୋଲସରା ରେ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ |

26-Aug-2025

ପୋଲସରା ବ୍ଲକରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ।
____________________________________
ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,

ପୋଲସରା ବ୍ଲକ ବେଲଗାଁ ପଞ୍ଚାୟତରେ  ଗ୍ରାମପଞ୍ଚାୟତ ସ୍ତରୀୟ ମିଳିତ  ଜନଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ଥିତ ବେଲଗାଁ, ଛଞ୍ଚାଣିଆ ପଲ୍ଲୀ, ବଘାଡି, ମଧୁସୂଦନପୁର ଓ  ଡିମ୍ବିରିଆ ଆଦି ଗ୍ରାମଗୁଡ଼ିକର ଜନସାଧାରଣମାନେ ଶିବିରରେ ପହଂଚି ନିଜନିଜର  ନାମ ପଞ୍ଜିକରଣ କରିଥିଲେ |ଏଥିରେ ମୋଟ ୧୫୫ ଜଣ ମହିଳା ଓ ପୁରୁଷ ନିଜର ନାମ ପଞ୍ଜିକରଣ କରିଥିଲେ |ଏହି ଜନଶୁଣାଣୀରେ ବହୁଳ ମାତ୍ରାରେ ରାସନ କାର୍ଡ ଓ ଭତ୍ତା ଲାଗି ଅଭିଯୋଗ ପତ୍ର ଏଵଂ ଅନ୍ୟାନ୍ୟ ଛୋଟମୋଟ ସମସ୍ୟାଗୁଡ଼ିକୁ ନେଇ ଅଭିଯୋଗ ଆସିଥିଲା | ଏହି ଅବସରରେ  ଦିବ୍ୟାଙ୍ଗମାନଙ୍କୁ  ଟ୍ରାଈସାଇକେଲ   ପ୍ରଦାନ କରାଯାଇଥିଲା | ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲ୍ଲିକ, ବ୍ଲକ କୃଷି ଅଧିକାରୀ ଗଣେଶ୍ୱର ସାହୁ, ବ୍ଲକ ଶିକ୍ଷାଧିକାରୀ ଶ୍ରୀହର୍ଷ ବାବୁ ଖାଡ଼ଙ୍ଗା, ଥାନାଧିକାରୀ କୌଶିକ ମାଝୀ,ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ସିଡିପିଓ  ତିଳୋତ୍ତମା ରାଉତଙ୍କ   ସମେତ ଅଙ୍ଗନବାଡ଼ି କର୍ମୀ,ଆଶାକର୍ମୀ ସ୍ଥାନୀୟ ଆୟୁଷମାନ୍ ସ୍ବାସ୍ଥ୍ୟ ମନ୍ଦିରର ଷ୍ଟାଫ୍ ଏଵଂ ବିଭିନ୍ନ ବିଭାଗର କର୍ମଚାରୀ ସମେତ ବ୍ଲକର ସମସ୍ତ ଅଧିକାରୀମାନେ  ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି  କାର୍ଯ୍ୟକ୍ରମଟି ସରପଞ୍ଚ ମନୋଜ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସଂପୂଣ୍ଣ ହୋଇଥିଲା।

News Comment

You Might Also Like

BACK TO TOP