Breaking News

ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||     

ନିଖୋଜ ଥିବା ପୋଲସରା ୟୁଟୁବର ନରେନ୍ଦ୍ର ସାହୁଙ୍କ ସନ୍ଧାନ ମିଳିଛି |

27-Aug-2025

ନିଖୋଜ ଥିବା ପୋଲସରା ର ୟୁଟୁବର  ନରେନ୍ଦ୍ର ସାହୁ  ଙ୍କ ସନ୍ଧାନ ମିଳିଛି |

ଓଡିଶା ଜନମତ  ବ୍ୟୁରୋ,

ପୋଲସରା ବ୍ଳକ କଲମ୍ବ ଗ୍ରାମର ୟୁଟୁବର ନରେନ୍ଦ୍ର ସାହୁ ବାରହାପଥର ଜଳପ୍ରପାତକୁ ସାଙ୍ଗମାନଙ୍କ ସ‌ହ ବଣଭୋଜି କରିବାକୁ ଯାଇଥିଲା ବେଳେ ସେଠାରେ ସେ ନିଖୋଜ ହୋଇ ଯାଇଥିଲେ। ସାଙ୍ଗସାଥୀ ବହୁ ଖୋଜାଖୋଜି କରିଥିବା ସତ୍ତ୍ବେ ତାଙ୍କ ସନ୍ଧାନ ମିଳି ନଥିଲା। ଏନେଇ ସାଙ୍ଗ ସାଥି ମାନେ ଜରଡ଼ା ଥାନାରେ ଏକ ଏତଲା ଦେବା ପରେ  ନିଖୋଜ ମାମଲା ମଧ୍ୟ ରୁଜୁ ହୋଇଥିଲା।  ସେଠିକାର ପୁଲିସ ଓ ଦମକଳବାହିନୀ ବି ସର୍ଚ୍ଚ ଅପରେସନ୍ ଜାରି ରଖିଥିଲେ । ତେବେ ଗତକାଲି  ରାତିରେ ନରେନ୍ଦ୍ରଙ୍କ ପତ୍ତା ମିଳିଛି। ପାହାଡ଼ ଉପର ଆଦିବାସୀ ଗାଁ ମାରମାରିଆରୁ ତାଙ୍କୁ ଠାବ କରାଯାଇଛି। ରଞ୍ଜନ ଭୂୟାଁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ସେ ଆଶ୍ରୟ ନେଇଛନ୍ତି| ଜଙ୍ଗଲ ଭିତରେ ସେ ବାଟବଣା ହୋଇ ଏହି ଗ୍ରାମକୁ ଚାଲିଆସିଥିବା ଜଣାପଡ଼ିଛି। ନରେନ୍ଦ୍ର ବର୍ତ୍ତମାନ ସୁରକ୍ଷିତ ଥିବା ଜଣାପଡ଼ିବା ପରେ ତାଙ୍କ ପରିବାରବର୍ଗ ଆଶ୍ଵସ୍ତ ହୋଇଛନ୍ତି ।

News Comment

You Might Also Like

BACK TO TOP