Breaking News

ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଖଲ୍ଲିକୋଟ ରେ ଆଞ୍ଚଳିକ ସ୍ତରୀୟ ସମୂହ କ୍ରୀଡା ପ୍ରତିଯୋଗିତା ଉନ୍ମୋଚିତ |

30-Aug-2025

ଆଞ୍ଚଳିକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଶୁଭୋଦ୍ଘାଟିତ,

ଓଡିଶା ଜନମତ ବ୍ୟୁରୋ,

କ୍ରୀଡା ଯେ କେବଳ ଶାରୀରିକ ସୁସ୍ଥତା, ବିକାଶ ପାଇଁ ଆବଶ୍ୟକ ତା` ନୁହେଁ ମାନସିକ ସ୍ଥିରତା ସନ୍ତୋଷ ଲାଗି କ୍ରୀଡାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆଞ୍ଚଳିକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ୨୦୨୫-୨୬ ପରିପ୍ରେକ୍ଷୀରେ ଜୋନାଲ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତାର ଶୁଭାରମ୍ଭ ହୋଇଛି । ଆଜି ଖଲ୍ଲିକୋଟ ସ୍ଥିତ ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ଏବଂ କଞ୍ଚଣା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଦୁଇଗୋଟି ଜୋନରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ କ୍ରୀଡା ପ୍ରତିଯୋଗିତାରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଶିବରାଣୀ ମଲ୍ଲିକା ମୁଖ୍ୟ ଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବିନାରାୟଣ ସେଠୀ ସ୍ୱତନ୍ତ୍ର ଅତିଥି, ସହ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଗୋମତି ପ୍ରଧାନ, କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମଞ୍ଜୁବାଳା ସାହୁ, ଗୁପ୍ତେଶ୍ୱର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ରୀତିରେ ପ୍ରତିଯୋଗିତାର ଶୁଭାରମ୍ଭ କରି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିଥିଲେ । ଖଲ୍ଲିକୋଟ ଜୋନର ସମ୍ପାଦକ ଭଗବାନ ବେହେରା, ବ୍ଲକ୍ ସମ୍ପାଦକ ପୀତବାସ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ପରିଚାଳନା କରିଥିଲେ । ୧୪ ବର୍ଷରୁ କମ୍, ୧୭ ବର୍ଷରୁ କମ୍ ପ୍ରତିଯୋଗୀମାନେ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଛାତ୍ର ଛାତ୍ରୀମାନେ ମାର୍ଚ୍ଚ ଫାଷ୍ଟ କରିଥିଲା ବେଳେ ମା ବାହୁତୀ ବିଦ୍ୟାଳୟ, ଡିମିରିଆର କ୍ରୀଡା ପ୍ରଶିକ୍ଷକ ମହନ୍ତ ଜେନା ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ । ସି ଆର୍ ସି ସି ଶୁଭେନ୍ଦୁ ରାଉତ, କୃଷ୍ଣଚନ୍ଦ୍ର ପରିଡ଼ା, ପ୍ରକାଶ ଚନ୍ଦ୍ର ସେଠୀ, ପବନା ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ । ସି ଆର୍ ସି ସି ଡକ୍ଟର ଦ୍ବାରିକାନାଥ ମହାରଣା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଠିକ୍ ସେହିପରି କଞ୍ଚଣା ଜୋନରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ନାୟକ, ପଞ୍ଚାୟତ ସରପଞ୍ଚ ଚିତ୍ରସେନ ଘୋଷ, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ମହାରଣା, ସି ଆର ସି ସି ଅନାଥ ବେହେରା, ପବିତ୍ର ବେହେରା, ସଂଗଠନ ସମ୍ପାଦକ ଜ୍ୟୋତ୍ସ୍ନାବାଳା ସେନାପତି ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ସ୍ତରୀୟ କ୍ରୀଡାର ବିକାଶ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଆଜି ଅନୁଷ୍ଠିତ ପ୍ରତିଯୋଗିତାରେ ସମୁଦାୟ ୧୪ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୯ଟି ଉଚ୍ଚ ବିଦ୍ୟାଳୟର ୧୪ ବର୍ଷରୁ କମ୍ ୬୦ ଜଣ ବାଳକ, ୬୦ ଜଣ ବାଳିକା, ୧୭ ବର୍ଷରୁ କମ୍ ୪୫ ଜଣ ବାଳକ, ୫୦ ଜଣ ବାଳିକା, ଉଚ୍ଚତର ଶ୍ରେଣୀର ୩୦ଜଣ ବାଳକ, ବାଳିକା ସର୍ବମୋଟ ୨୪୫ ଜଣ ଭାଗନେଇଥିଲେ । କାର୍ଯ୍ୟକ୍ରମରେ କ୍ରୀଡା ଶିକ୍ଷକ ସୁକାନ୍ତ କୁମାର ବେହେରା, ରାଜକିଶୋର ପ୍ରଧାନ, ବାନାମ୍ବର ମଲ୍ଲିକ, ଦୀପ୍ତିମୟୀ ପାତ୍ର, ନୀଳାଚଳ ନାୟକ, ମହନ୍ତ ଜେନା, ଦିଲ୍ଲୀପ ଦାଶ, ଭାସ୍କର ଘାସି, ରାଜେନ୍ଦ୍ର କୁମାର ଦଳବେହେରା, ରାମଚନ୍ଦ୍ର ନାହାକ, ପ୍ରତାପ ଚନ୍ଦ୍ର ଗୈ।ଡ, ଅସିତ୍ କୁମାର ଜେନା, ଅଜିତ କୁମାର ବିଶ୍ୱାଳ, ସୁବାସ ଚନ୍ଦ୍ର ସାହୁ, ବିଦ୍ୟୁତ୍ ପ୍ରଭା ବଳ ପ୍ରମୁଖ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP