Breaking News

ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||      ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ବେଲଗୁଣ୍ଠା ଥାନା ଅଞ୍ଚଳରେ ବାଇକ ଦୁର୍ଘଟଣରେ ଯୁବକଙ୍କ ଛିଡିଗଲା ହାତ |

30-Aug-2025

ମୋଟରସାଇକେଲ ଦୁର୍ଘଟଣାରେ ଶରୀରରୁ ଛିଣ୍ଡିଗଲା  ହାତ,

 ଓଡିଶା ଜନ ମତ, ବ୍ରାହ୍ମପୁର କୈଳାଶ ଚନ୍ଦ୍ର ଚୌଧୁରୀ:

 ଅପରାହ୍ଣ ୩ ଘଣ୍ଟା ସମୟରେ ଗଂଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଉଢୁରା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ଦେହରୁ ହାତ ଅଲଗା ହୋଇଯାଇଛି I ଯୁବକ ଜଣଙ୍କ ହେଉଛନ୍ତି ଜଗନ୍ନାଥ ପ୍ରସାଦ ଥାନା ପଞ୍ଚଭୂତି ଗ୍ରାମର ଗୋବିନ୍ଦ ବିଷୋୟୀ I ସୂଚନା ପ୍ରକାରେ  ଆଜି ଅପରାହ୍ଣରେ ଗୋବିନ୍ଦ ଏକ ମୋଟରସାଇକେଲ୍ ଯୋଗେ ବେଲଗୁଣ୍ଠା ପଟୁ ନିମପଦର ଶଶୁର ଘରକୁ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଜଗନ୍ନାଥପ୍ରସାଦ ରାସ୍ତାର ଉଢୁରା ଗ୍ରାମ ଛକ ଠାରୁ ଅଳ୍ପ ଦୁରରେ ବହୁ ଦିନରୁ ରାସ୍ତାକଡ଼ରେ ରହିଥିବା ଏକ ଜେସିବି ମେସିନ ସହିତ ଧକ୍କା ହୋଇଥିଲା I ଫଳରେ ଗୋବିନ୍ଦଙ୍କ ବାମ ପଟ ହାତ କାନ୍ଧ ପାଖରୁ କିଛି ଅଂଶ ଛାଡ଼ି ଅବଶିଷ୍ଟ ଛିଣ୍ଡି ଯାଇ ମେସିନ ରେ ଝୁଲି ରହିଥିଲା I  ସେଠାରେ ଗୋବିନ୍ଦ ପଡିଯିବା ସହ  ବାଇକଟି ବାମ ପଟରୁ ବହୁ ଦୁରରେ ଡାହାଣ ପଟ ବିଲକୁ ଖସି ଯାଇଥିଲା I ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନସ୍ କୁ ଖବର ଦେଇଥିଲେ ମଧ୍ୟ, ଦୀର୍ଘ ସମୟ ପର୍ଯ୍ୟନ୍ତ ଆମ୍ବୁଲାନସ ଆସି ନଥିଲା। ଅଞ୍ଚଳ ବାସୀ ଏକ ଅଟୋ ସାହାଯ୍ୟରେ ଗୋବିନ୍ଦଙ୍କ ପରିବାର ଲୋକ ସହିତ ଛିଣ୍ଡି ଯାଇଥିବା ହାତ ଧରି ଭଂଜନଗର ମେଡିକାଲକୁ ପଠାଇ ଥିଲେ । ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳରେ ଓ ଡାକ୍ତରଖାନାରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି

News Comment

You Might Also Like

BACK TO TOP