Breaking News

ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||      ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||     

ପିକଅପ ଗାଡି ଧକ୍କା ରେ ଦୁଇ ମୃତ |

30-Aug-2025

ପିକ୍ଅପ୍ ଗାଡ଼ି ଧକ୍କାରେ ଦୁଇ ମୃତ।

             ଓଡିଶା ଜନମତ, 
ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ସଦର ଥାନା ଅନ୍ତର୍ଗତ ଦିଗପହଣ୍ଡି ରାସ୍ତା ବାଇଗଣବାଡ଼ି ଗ୍ରାମ ଛକରେ ଗୋଟିଏ ମୋଟରସାଇକେଲ କୁ ପିକ୍ଅପ୍ ଗାଡ଼ି ମୁହାଁମୁହିଁ ଧକ୍କା ଦେଇଥିଲା। ଯାହା ଫଳରେ ଦୁଇ ମୋଟରସାଇକେଲ ଆରୋହୀ ନିକଟସ୍ଥ ଖଲିଙ୍ଗି ଗ୍ରାମର କର୍ଣ୍ଣ ସେଠୀ ଓ ସନାତନ ସୁଆଁସିଆ ଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି। ସ୍ଥାନୀୟ ଲୋକେ ଦୁର୍ଘଟଣା ପରେ ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଛନ୍ତି। ଖବର ପାଇ ସଦର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଇବା ସହ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଗାଡ଼ି ଚାଲକ କୁ ଅଟକ ରଖି ପଚରାଉଚରା କରୁଛନ୍ତି। ରେଡକ୍ରସ୍ ପାଣ୍ଠି ତରଫରୁ ମୃତକଙ୍କ ପରିବାରକୁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି।

News Comment

You Might Also Like

BACK TO TOP