Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ବେଲଗୁଣ୍ଠା ରେ ଥିବା ସଖୀ କେନ୍ଦ୍ର ପକ୍ଷରୁ ତାଲିମ ଶିବିର ଅନୁଷ୍ଠିତ |

31-Aug-2025

ବେଲଗୁଣ୍ଠାରେ ସଖୀ କେନ୍ଦ୍ର (ୱାନ୍ ଷ୍ଟପ୍ ସେଣ୍ଟର୍) ପକ୍ଷରୁ ତାଲିମ୍ ଶିବିର ଅନୁଷ୍ଠିତ ହୋଇଛି।

       ଓଡିଶା   ଜନ ମତ ,

          ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 
ମହିଳା ମାନଙ୍କୁ ବିଭିନ୍ନ ପ୍ରକାର ସହାୟତା ପ୍ରଦାନ ପାଇଁ ଗଠିତ  ଏକକାଳୀନ ସମାଧାନ କେଂଦ୍ର (ସଖୀ) ପକ୍ଷରୁ ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଗାଙ୍ଗପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଶା କର୍ମୀ ମାନଙ୍କୁ ତାଲିମ୍ ପ୍ରଦାନ କରାଯାଇଛି I ବିଶେଷ କରି ସଖୀ କେନ୍ଦ୍ର (ୱାନ୍ ଷ୍ଟପ୍ ସେଣ୍ଟର୍) ନିର୍ଯ୍ୟାତିତା ମହିଳାଙ୍କୁ ଯୋଗାଇ ଦେଉଥିବା ପୋଲିସ୍ ସହାୟତା, ଡ଼ାକ୍ତରୀ ସହାୟତା, ଆଇନଗତ ସହାୟତା, ମନସ୍ତାତ୍ତ୍ୱିକ ଓ ସାମାଜିକ ପରାମର୍ଶ,ଆଶ୍ରୟ ସମେତ ଅନ୍ୟାନ୍ୟ ସହାୟତା ସମ୍ପର୍କରେ ଉପସ୍ଥିତ ଆଶାକର୍ମୀ ମାନଙ୍କୁ ତାଲିମ୍ ପ୍ରଦାନ କରାଯାଇଥିଲା I ମାଷ୍ଟର୍ ଟ୍ରେନର୍ ଆଇନଜୀବୀ ସ୍ନେହମୟୀ ପାଢୀ, ସୌଦାମିନୀ ସାହୁ ଏବଂ ପ୍ରଭାସିନୀ ପାଣିଗ୍ରାହୀ ପ୍ରମୁଖ ତାଲିମ୍ ପ୍ରଦାନ କରିଥିଲେ I କାର୍ଯ୍ୟକ୍ରମକୁ ବିପିଏମ୍ ଦୂର୍ଗା ପ୍ରସାଦ ପଟ୍ଟନାୟକ ପରିଚାଳନା କରିଥିଲେ I ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP