Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ଖଲ୍ଲିକୋଟ ଶିଶୁ ବିଦ୍ୟା ମନ୍ଦିର ରେ ସମ୍ଭାଗ ସ୍ତରୀୟ ଚିତ୍ରାଙ୍କନଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ||

31-Aug-2025

ଖଲ୍ଲିକୋଟ: ଶିଶୁ ବିକାଶ ବିଦ୍ୟା ମନ୍ଦିରରେ ସମ୍ଭାଗ ସ୍ତରୀୟ ଚିତ୍ରାଙ୍କନ, ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ |

           ଓଡିଶା ଜନ ମତ ବ୍ୟୁରୋ,

ଖଲ୍ଲିକୋଟ: lଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ, ଭୁବନେଶ୍ୱରଙ୍କ ମାର୍ଗ ଦର୍ଶନରେ ପରିଚାଳିତ ଶିଶୁ ବିକାଶ ବିଦ୍ୟାମନ୍ଦିର, ଖଲ୍ଲିକୋଟ ଠାରେ ସମ୍ଭାଗ ସ୍ତରୀୟ (ଦକ୍ଷିଣ ସମ୍ଭାଗ) ପ୍ରତିଯୋଗିତା ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଚିତ୍ରାଙ୍କନ ଏବଂ ସାଧାରଣ ଜ୍ଞାନ ପ୍ରତିଯୋଗିତା ପ୍ରଥମ ଶ୍ରେଣୀ ଠାରୁ ଷଷ୍ଠ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ଶିଶୁ ବିକାଶ ବିଦ୍ୟା ମନ୍ଦିର, କୈରାଶି, ଆଇତିପୁର ଏବଂ ଖଲ୍ଲିକୋଟ ତିନୋଟି ବିଦ୍ୟାମନ୍ଦିରରେ ପଠନରତ ଛାତ୍ର ଛାତ୍ରୀଙ୍କ ଭିତରୁ ସମୁଦାୟ ୫୦ ଜଣ ଛାତ୍ରଛାତ୍ରୀ  ଅଂଶଗ୍ରହଣ କରିଥିଲେ । ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କ ଉତ୍ତର ଖାତା ଭୁବନେଶ୍ୱର ପ୍ରେରଣ କରାଯାଇଥିବା ବେଳେ ଯେଉଁ ପ୍ରତିଯୋଗୀମାନେ ପ୍ରତିଯୋଗିତାରେ  ପ୍ରଥମ ହେବେ ସେମାନେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇପାରିବେ ବୋଲି ମତପ୍ରକାଶ ପାଇଛି । ଆଜିର ପରୀକ୍ଷା ପରିଚାଳନାରେ ପ୍ରଧାନ ଆଚାର୍ଯ୍ୟା ଅନୁସୂୟା ମହାରଣା, ସମ୍ଭାଗ ସ୍ତରୀୟ ସମ୍ପାଦକ ମେଘନାଦ ମହାରଣା, ଖଲ୍ଲିକୋଟ ସମ୍ପାଦକ ଭାଗିରଥି ସ୍ୱାଇଁ, ଆଇତିପୁର ସମ୍ପାଦକ ରୋହିତ ସ୍ୱାଇଁଙ୍କ ସମେତ ଅନ୍ୟ ପ୍ରଧାନ ଆଚାର୍ଯ୍ୟା,  ସହକାରୀ ଆଚାର୍ଯ୍ୟା ପ୍ରମୁଖ ସହଯୋଗ ସହିତ ପରୀକ୍ଷା କାର୍ଯ୍ୟ ଶାନ୍ତି ଶୃଙ୍ଖଳାର ସହିତ ସମ୍ପନ୍ନ କରିଥିଲେ  | 

News Comment

You Might Also Like

BACK TO TOP