Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ମଥୁରା ଜି ଡେଙ୍ଗା ପଦର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣିଲେ ବିଡ଼ିଓ |

03-Sep-2025

ଜା ଡେଙ୍ଗାପଦର ଗ୍ରାମପଂଚାୟତ ରେପଞ୍ଚାୟ  ସ୍ତରୀୟ ମିଳିତ ଜନଶୁଣାଣୀ|ଲୋକଙ୍କ ଅଭିଯୋଗ ଶୁଣିଲେ ବିଡ଼ିଓ, 

        ଓଡ଼ିଶା ଜନମତ,

ପୋଲସରା,ସନ୍ତୋଷ କୁମାର ପଣ୍ଡା
ପୋଲସରା ୦୧/ ୦୯/ ୨୫ ପୋଲସରା ବ୍ଲକ  ଜା ଡେଙ୍ଗାପଦର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର  ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ର ଙ୍କ ତତ୍ୱାବଧାନ ରେ  ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମ ରେ  ଜା ଡେଙ୍ଗାପଦର ଓ7 ମର୍ଦ୍ଦରାଜ ପୁର  ଗ୍ରାମର ଜନସାଧାରଣ ମାନେ ଶିବିର ରେ ପହଂଚି ସେମାନଙ୍କର ନାମ ପଞ୍ଜିକରଣ କରିଥିଲେ । ଏଥିରେ ମୋଟ  ୬୫ ଜଣ ମହିଳା ଓ ପୁରୁଷ ନିଜର ନାମ ପଞ୍ଜିକରଣ କରିଥିଲେ । ଏହିଜନଶୁଣାଣୀ ରେ ବହୁଳ ମାତ୍ରାରେ ରାସନ କାର୍ଡ ଓ ଭତ୍ତା ଲାଗି ଅଭିଯୋଗବବବବବବବବ ପୁର ଯିବା ରାସ୍ତାରେ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ମାଁ ମାରାଣ୍ଡି ମନ୍ଦିର ପର୍ଯ୍ୟନ୍ତ ପିଚୁ ରାସ୍ତା ନିର୍ମାଣ,ଖାରିବେଢା ଟ୍ୟାଙ୍କର  ପୁନରୁଦ୍ଧାର ଦ୍ବାରା ଚାଷୀଙ୍କ ପାଇଁ ୨୦୦ ଏକର ଜମିକୁ ଜଳସେଚିତ ହୋଇପାରିବ ବୋଲି ଗ୍ରାମବାସୀ ଅଭିଯୋଗ କରିଥିଲେ । ଏତଦ ବ୍ୟତୀତ  ଅନ୍ୟାନ୍ୟ ଛୋଟ ମୋଟ ସମସ୍ୟା କୁ ନେଇ ଅଭିଯୋଗ ଆସିଥିଲା ।  ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମ ରେ  ତହସିଲଦାର ଦିପ୍ତିମୟୀ ପାତ୍ର, ଏବିଡିଓ ସୋନମ୍ ବେହେରା,ସିଡିପିଓ ତିଳୋତ୍ତମା ରାଉତ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୋଛନା ରାଣୀ ଦେହୁରୀ,ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ଗ୍ରାମ୍ଯ ନିର୍ମାଣ ବିଭାଗ କନିଷ୍ଠ ଯନ୍ତ୍ରୀ ମହେନ୍ଦ୍ର ତରାଇ, କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀ ସନୁଜ୍ କୁମାର, ଯନ୍ତ୍ରୀ ଶ୍ରୀକାନ୍ତ ଜେନା, ବ୍ଳକ ପଶୁ ଚିକିତ୍ସା ଅଧିକାରୀ ସୁବାଷ ଜେନା,ବି ପି ଏମ୍ ସସ୍ମିତା ଦାସ, ସରପଞ୍ଚ ପିତାମ୍ବର ବେହେରା ସମେତ ବିଭିନ୍ନ ବିଭାଗ ର କର୍ମଚାରୀ ସମେତ ବ୍ଲକର  ସମସ୍ତ ଅଧିକାରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରବୀଣ କୁମାର ଗୌଡ଼ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP