Breaking News

ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||     

ବ୍ରହ୍ମପୁର ରେ ଗୁତୁଖା କାରବାର କୁ ନେଇ ପୋଲିସ ର ଚଢ଼ାଉ ||

03-Sep-2025

ଗୁଟୁଖା କାରବାର କୁ ନେଇ ବ୍ରହ୍ମପୁର ପୋଲିସର ଚଢାଉ ଜାରୀ।

           ଓଡିଶା ଜନ ମତ, 

ବ୍ରହ୍ମପୁର, କକୈଳାସ ଚନ୍ଦ୍ର ଚୌଧୁରୀ, 
ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶନାରେ "ଅପରେସନ ପ୍ରହାର" କାର୍ଯ୍ୟକ୍ରମ ଭିତ୍ତିରେ ବ୍ରହ୍ମପୁର ପୋଲିସ ର ଚଢ଼ାଉ ଜାରି ରହିଛି। ଏହି କାର୍ଯ୍ୟକ୍ରମ ଦୁଇ ସପ୍ତାହ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଜଣାପଡିଛି। ଏହି ààaa ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ଅବସ୍ଥିତ ବିଭିନ୍ନ ପାନ ଦୋକାନ ଓ ଥଣ୍ଡା ପାନୀୟ ଦୋକାନୀମାନେ ଚଲାଇ ଥିବା ପାନ ଓ ଗୁଟଖା ବିକ୍ରି ନିଷେଧ ପାଳନ କଡାକଡି କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି ଚଢ଼ାଉ କାର୍ଯ୍ୟକ୍ରମ ରେ ବଡ଼ବଜାର ଥାନା, ବୈଦ୍ୟନାଥ ପୁର ଥାନା ଓ ଗୋଷାଣୀ ନୁଆଁଗାଁ ଥାନା ଅଧୀନରେ ଥିବା ୪୪ ଟି ଦୋକାନ ବିରୁଦ୍ଧରେ ଧାରା ୨୪ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେଇଥିବା ଜଣାପଡିଛି। ଆଗକୁ ଆହୁରି ଜୋରଦାର କାର୍ଯ୍ୟକ୍ରମ ଚାଲିବ ବୋଲି ପୋଲିସ ପ୍ରଶାସନ ସୁତ୍ରରୁ ଜଣାପଡିଛି।

News Comment

You Might Also Like

BACK TO TOP