Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

କନ୍ଧମାଳ ଜିଲ୍ଳାର ବରିଷ୍ଟ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀ ଙ୍କ ଦେହାନ୍ତ,, ଅଞ୍ଚଳ ରେ ଶୋକର ଛାୟା

03-Sep-2025

କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦେହାନ୍ତ :ସମଗ୍ର ଅଞ୍ଚଳ ରେ ଶୋକର ଛାୟା

ଓଡିଶା ଜନମତ,ବାଲିଗୁଡା :ସଞ୍ଜୟ କୁମାର ପାଣିଗ୍ରାହୀ : ତା, ୦୨/୦୯:

 କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସି ର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫ ) ଙ୍କ ସୋମବାର ଅପରାହ୍ନ ୨ ସମୟରେ ବ୍ରହ୍ମପୁରର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି । ସ୍ବର୍ଗତ ପାଣିଗ୍ରାହୀ କିଛି ଦିନ ହେବ ଶ୍ଵାସ ଜନିତ ସମସ୍ଯା ଦେଖାଦେବାରୁ ପ୍ରଥମେ ବାଲିଗୁଡା ମେଡିକାଲ ପରେ ବ୍ରହ୍ମପୁର ର ଏକ ଘରୋଇ ମେଡିକାଲ ରେ ଚିକିସ୍ତିତ
ହେଉଥିଲେ । ଶ୍ରୀ ପାଣିଗ୍ରାହୀ ଦୀର୍ଘ ୫ ଦଶନ୍ଧି ଧରି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ସ୍ତରୀୟ ସମ୍ବାଦିକତା କରିଆସୁଥିଲେ । ଜିଲ୍ଲାର ବହୁ ସାମ୍ବାଦିକ ତାଙ୍କର ପ୍ରେରଣା ରେ ସାମ୍ବାଦିକ ହୋଇଛନ୍ତି । ସେ କେବଳ ସାମ୍ବାଦିକ ନଥିଲେ ଜଣେ ନାଟ୍ୟ କଳାକାର ,ସମାଜସେବୀ ଓ ଧର୍ମ ପରାୟଣ ବ୍ୟକ୍ତି ଥିଲେ । ତାଙ୍କର ୩ ପୁଅ ଓ ଗୋଟିଏ ଝିଅ ଓ ନାତି ନତୁଣୀ ରହିଛନ୍ତି l ତାଙ୍କ ପାର୍ଥିବ ଶରୀରକୁ ନିଜ ବାଲିଗୁଡା ବାସଭବନ ଙ୍କୁ ଅଣାଯିବା ପରେ ସବ ଜେଲ ନିକଟସ୍ଥ ସ୍ମଶାନ ଘାଟ ରେ ଶେଷକୃତ୍ୟ ସମ୍ପନ କରାଯାଇଥିଲା । ତାଙ୍କ ବିୟୋଗରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ,ବାଲିଗୁଡା ବିଧାୟକ ଚକ୍ରମଣି କହଁର ,ଜି ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ,ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ,ପୂର୍ବତନ ଉପ ବାଚସ୍ପତି ସାଲୁଗା ପ୍ରଧାନ, ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୁତି ଭୂଷଣ କର , ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସଙ୍କ ସମେତ ବିଭିନ୍ନ ଅନୁଷ୍ଠାନର ସଦସ୍ୟ, କର୍ମକର୍ତ୍ତା, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ରହି ଶେଷ ଦର୍ଶନ କରିବା ସହ ଶୋକ ବ୍ୟକ୍ତ କରିଛନ୍ତି ।

News Comment

You Might Also Like

BACK TO TOP