Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଗୋସାଣି ନୂଆଙ୍ଗା ଥାନା ଅନ୍ତର୍ଗତ ଓମ ବିହାର ର ଜଣେ ଯୁବକ ବିଦ୍ୟୁତ କାର୍ଯ୍ୟ କରୁଥିଲା ବେଳେ ବିଦ୍ୟୁତ ଆଘାତରେ ମେଡିକାଲ ରେ ମୃତ୍ୟୁ |

04-Sep-2025

ବିଦ୍ୟୁତ୍ ଆଘାତରେ ଲିଭିଗଲା ଜୀବନ ଦୀପ।,

          ଓଡିଶା ଜନ ମତ,

କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର), 
ବିଦ୍ୟୁତ୍ ଆଘାତରେ ଇଂଜିନିୟର ବି ଜ୍ୟୋତି ସ୍ୱରୂପ ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ଗୋଷାଣୀ ନୁଆଁଗାଁ ଥାନା ଅନ୍ତର୍ଗତ ଓମ୍ ବିହାର ଠାରେ ଏକ ଆପାର୍ଟମେଣ୍ଟରେ କାର୍ଯ୍ୟରତ ଜ୍ୟୋତି ସ୍ୱରୂପ ଏକ ଭାଇଭ୍ରେଟର୍ ମେସିନ ସଜାଡୁ ଥିବା ବେଳେ ହଠାତ୍ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇ ଅଚେତ ହୋଇ ଯାଇଥିଲା। ଏହି ଭଳି ପରିସ୍ଥିତିରେ ଅନ୍ୟ କାର୍ଯ୍ୟରତ କର୍ମଚାରୀ ମାନେ ତାକୁ ବଡଡାକ୍ତରଖାନାକୁ ଚିକିତ୍ସା ପାଇଁ ନେବା ସହ ପରିବାର ଲୋକଙ୍କୁ ଖବର ଜଣାଇଥିଲେ। ମୃତ ଯୁବକ ର ପିତା ତଥା ପୂର୍ବତନ କର୍ପୋରେଟର ବି ଶ୍ରୀନିବାସ ଓ ଅନ୍ୟାନ୍ୟ ବ୍ୟକ୍ତିବିଶେଷ ଡାକ୍ତରଖାନାରେ ପହଞ୍ଚି ଥିଲେ। କିନ୍ତୁ ଡ଼ାକ୍ତର ତାକୁ ଚିକିତ୍ସାଧୀନ ଅବସ୍ଥାରେ ମୃତ ଘୋଷଣା କରିଥିଲେ। ଖବର ପାଇ ଗୋଷାଣୀ ନୁଆଁଗାଁ ଥାନା ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ଓ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ମୃତ ଯୁବକ ର ଜେଜେ ମା ବର୍ତ୍ତମାନ କର୍ପୋରେଟର ଅଛନ୍ତି। ଏହି ଭଳି ଦୁଃଖଦ ଖବର ପ୍ରଚାରିତ ହେବା ପରେ ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର, ପୁର୍ବତନ ବିଧାୟକ ବିକ୍ରମ ପଣ୍ଡା ଙ୍କ ସମେତ ବହୁ ବୁଦ୍ଧିଜୀବୀ ପହଞ୍ଚି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

News Comment

You Might Also Like

BACK TO TOP