Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଲଣ୍ଡାବାଉଁଶ ଗ୍ରାମରୁ ଚୋରି ଯାଇଥିବା ଠାକୁର ଙ୍କ ଗଦା ପୋଲିସ ଦ୍ୱାରା ଉଦ୍ଧାର |

04-Sep-2025

ଚୋରି ହୋଇଥିବା ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ।

           ଓଡିଶା ଜନ ମତ 

କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର )
ଛତ୍ରପୁର ଥାନା ଅନ୍ତର୍ଗତ ଲଣ୍ଡା ବାଉଁଶ ଗ୍ରାମ ହନୁମାନ ମନ୍ଦିର ରେ ଗତ କିଛି ଦିନ ତଳେ ପ୍ରଭୁ ହନୁମାନଙ୍କର କିଛି ଅଳଙ୍କାର ଓ ଧାତୁ ନିର୍ମିତ ଗଦା ଚୋରି ହୋଇଥିଲା ଓ ଗ୍ରାମ କମିଟି ପକ୍ଷରୁ ଛତ୍ରପୁର ଥାନାରେ ଏତଲା ଦାଏର ହୋଇଥିଲା। ଏତଲା କୁ ଭିତ୍ତି କରି ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଏକ ଟିମ୍ ଗଠନ କରି ଘଟଣାର ଅନୁସନ୍ଧାନ ଚଳାଇ ଚୋରି ହୋଇଥିବା ପ୍ରାୟ ୫ କିଲୋ ଓଜନର ଗଦା ପାଇବା ସହ ଉକ୍ତ ଗ୍ରାମର ସନ୍ତୋଷ ଗୌଡ ଓ ଶିବ ସାହୁ ନାମକ ଦୁଇ ଯୁବକ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP