Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଭଞ୍ଜନଗର ପୋଲିସ ଦ୍ୱାରା ଦୁଇ ଗଞ୍ଜେଇ ବେପାରୀ ଗିରଫ ||

06-Sep-2025

ଭଞ୍ଜନଗର ପୋଲିସ୍ ଦ୍ଵାରା ୨ ଗଞେଇ ବେପାରୀ ଗିରଫ,

             ଓଡିଶା ଜନ ମତ ,

   କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଭଞ୍ଜନଗର ସହରର ବଡ଼କୋଦଣ୍ଡା ଗ୍ରାମ ଛକଠାରେ ଗଞ୍ଜେଇ ଚାଲାଣ ବେଳେ ଏନ୍ ଡି ପି ଏସ୍ ଆଇନ ଅନୁଯାୟୀ ଦୁଇ ଅଭିଯୁକ୍ତ ପାଣୁ ସାହୁ ଓ ରାଜେନ୍ଦ୍ର ପାଢ଼ୀ କୁ ଭଞ୍ଜନଗର ଥାନା ପୋଲିସ୍ ଭଞ୍ଜନଗର ଅଦାଲତକୁ ଚାଲାଣ କରିଥିବା ଭଞ୍ଜନଗର ଥାନାଧିକାରୀ ଙ୍କ ଠାରୁ ପ୍ରକାଶ।
        ଭଞ୍ଜନଗର ଥାନାଧିକାରୀ ଶ୍ରୀଯୁକ୍ତ ଜୀବନାନନ୍ଦ ଜେନା ଙ୍କ ଠାରୁ ପ୍ରକାଶ ଯେ ଅଭିଯୁକ୍ତ ପାଣୁ ସାହୁ ର ଘର  ରେନବୋ କଲୋନୀ କୋଦଣ୍ଡା ଛକ ଭଞ୍ଜନଗର ଏବଂ ରାଜେନ୍ଦ୍ର ପାଢ଼ୀ ର ଘର ଶାନ୍ତି ନଗର, କୋଦଣ୍ଡା ଛକ ଭଞ୍ଜନଗର। ଉଭୟେ ମିଶି ଗଞ୍ଜେଇ ଚାଲାଣ କରୁଥିବା ସମୟରେ ପୋଲିସ୍ ହାତରେ ଧରାପଡିଥିଲେ। ଅଭିଯୁକ୍ତ ମାନେ ଗୋଛାପଡା ରୁ ଭଞ୍ଜନଗରକ ଅବୈଧ ମାଦକ ଦ୍ରବ୍ୟ ପରିବହନ କରୁଥିବାବେଳେ ଭଞ୍ଜନଗର ପୋଲିସ୍ ଦ୍ଵାରା ଧରାପଡ଼ିଛନ୍ତି। ସେମାନଙ୍କ ଠାରୁ ୧୩ କିଲୋ ୪୭୦ ଗ୍ରାମ ଓଜନର ଗଞ୍ଜେଇ ସହିତ ଏକ ହୋଣ୍ଡା ୧୨୫ ମୋଟରସାଇକେଲ, ନଗଦ ୨୮୨୦ ଟଙ୍କା ଓ ଦୁଇଟି ମୋବାଇଲ ଫୋନ୍ ଜବତ୍ କରାଯାଇଥିବା ସୁଚନା ମିଳିଛି।

News Comment

You Might Also Like

BACK TO TOP