Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଗୁରୁଦିବସ ରେ 16ଜଣ ସେବାନିବୃତ୍ତ ଶିକ୍ଷକ, ଶିକ୍ଷୟତ୍ରୀ ସମ୍ବର୍ଦ୍ଧିତ |

06-Sep-2025

ଗୁରୁ ଦିବସରେ ୧୬ ଜଣ ସେବାନିବୃତ ଶିକ୍ଷକ/ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ।

          ଓଡ଼ିଶା ଜନମତ,

ପୋଲସରା,ସନ୍ତୋଷ କୁମାର ପଣ୍ଡା୦୬/୯/୨୫ :

 ଗଞ୍ଜାମ ଜିଲ୍ଲା, ବୁଗୁଡା ବ୍ଳକର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ଅବସରରେ ବ୍ଳକର ୧୬ ଜଣ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ପଶୁ ଓ ମତ୍ସ୍ୟ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅବସର ଗ୍ରହଣ କରିଥିବା ଶିକ୍ଷକ ବୃନ୍ଦ ମନୋରଞ୍ଜନ ଦାଶ, ସୁଦର୍ଶନ ପ୍ରଧାନ, ସୁବାସ ଚନ୍ଦ୍ର ଦାସ ଏବଂ ଶିକ୍ଷୟିତ୍ରୀ ବୃନ୍ଦ ମଞ୍ଜୁଳା ଦାସ, ସରସ୍ୱତୀ ଦାସ, କଳ୍ପନା ଦେବୀ, ପ୍ରମିଳା ପଟ୍ଟନାୟକ, ସଚଳା ମହାରଣା, ରୀତା ବ୍ରହ୍ମା, ପ୍ରତିଭା ମିଶ୍ର, ସଂଯୁକ୍ତା ଦଳାଇ, ଧନ୍ୱନ୍ତରୀ ଦେବୀ, ସଂଯୁକ୍ତା ଗୌଡ଼, ରାଜଲକ୍ଷ୍ମୀ ଶତପଥୀ, ମୀନ କୁମାରୀ ରଥ ଓ ସୁଜାତା ପାଢ଼ୀଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ବିକଶିତ ଭାରତ ଓ ସୁସ୍ଥ ସମାଜ ଗଠନ ପାଇଁ ଶିକ୍ଷକମାନଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ବୋଲି କକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ ସଂଘର ସଭାପତି ପ୍ରତାପ କୁମାର ଖାଡଙ୍ଗା ଅଧ୍ୟକ୍ଷତା କରିଥିବା ବେଳେ ସେବାନିବୃତ ଶିକ୍ଷକ ସଂଘର ସଭାପତି ବିଶ୍ଵମୋହନ ମିଶ୍ର ମୁଖ୍ୟବକ୍ତା ଏବଂ ବୁଗୁଡା ସବ-ଟ୍ରେଜେରୀ ଅଫିସର ମଞ୍ଜୁଳା କୁମାରୀ ପଣ୍ଡା , ସମାଜସେବୀ ବୃନ୍ଦ ପ୍ରଭାକର ପଣ୍ଡା, କେ.ନୀଳମାଧବ ଆଚାରୀ, ଇ.ମଦନ ଗୋପାଳ ଦୋରା, କେଦାରନାଥ ମହାରଣା ଓ କୃଷ୍ଣଚନ୍ଦ୍ର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ମାନ୍ୟବର ମନ୍ତ୍ରୀ ଶ୍ରୀ ମଲ୍ଲିକଙ୍କୁ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଏନପିଏସ ଶିକ୍ଷକ ସଂଘ ସଭାପତି ପିତାମ୍ବର ଗୌଡ଼ ସଂଯୋଜନା କରିଥିବା ବେଳେ ଶିକ୍ଷକ ସଂଘ ସହ ସମ୍ପାଦକ ରବୀନ୍ଦ୍ର କୁମାର ବେହେରା ବିବରଣୀ ପଠନ କରିଥିଲେ ଏବଂ ରାଜେଶ କୁମାର ସାହୁ, ସୁରେନ୍ଦ୍ର ଜେନା ଓ କମଳ ଲୋଚନ ପାଣିଗ୍ରାହୀ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଜୟନ୍ତ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP