Breaking News

ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||     

ଶେରଗଡ଼ ଥାନା ଗୋଠଗାଁ ରେ ଗୋଷ୍ଟି ସଂଘର୍ଷ ରେ ଜଣେ ମୃତ |

07-Sep-2025

          ଗୋଷ୍ଠୀ ସଂଘର୍ଷରେ ଜଣେ ମୃତ,

            ଓଡିଶା ଜନ ମତ 

ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଗୋଠଗାଁ ରେ ଗଣେଶ ପୂଜା ବିସର୍ଜନ ଶୋଭାଯାତ୍ରାରେ ମତାନ୍ତର ଘଟି ବଚସା ଓ ଗୋଷ୍ଠୀ ସଂଘର୍ଷ ଘଟି ଚନ୍ଦନ ବିଷୋୟୀ ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ମୃତ ଯୁବକ ଚନ୍ଦନ ର ଘର ପାଟପୁର ଥାନା ଅନ୍ତର୍ଗତ ପି ଜଗନ୍ନାଥ ପୁର ହୋଇଥିଲା ବେଳେ କଙ୍କୋରଡା ଗ୍ରାମ ମାମୁଁ ଘରେ ରହି ପାଠ ପଢ଼ୁଥିଲା। ଘଟଣା ଦିନ ରାତିରେ ଗଣେଶ ପୂଜା ବିସର୍ଜନ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ କିଛି ସାଙ୍ଗ ସହ ଗୋଠଗାଁ ଯାଇଥିଲା ଓ ସେଠାରେ ସରପଞ୍ଚ ଙ୍କ ଘର ସାମନାରେ ଚନ୍ଦନ ର ସାଙ୍ଗ ଓ ଅନ୍ୟ କିଛି ଯୁବକ ମାନଙ୍କ ସହ କଥା କଟାକଟି ହୋଇ ଗୋଷ୍ଠୀ ସଂଘର୍ଷ ଦେଖାଦେଇଥିଲା। ଯାହାକି ଅପର ଗୋଷ୍ଠୀ ର ସଂଘବଦ୍ଧ ଆକ୍ରମଣ ରେ ଘଟଣାସ୍ଥଳରେ ଚନ୍ଦନ ର ମୃତ୍ୟୁ ଘଟିଛି। ଖବର ପାଇ ଶେରଗଡ଼ ଥାନା ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଚନ୍ଦନ ର ମା ଠାରୁ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP