Breaking News

ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||     

ବେଲଗୁଣ୍ଠା ବ୍ଳକ ଗାଙ୍ଗପୁର ପଞ୍ଚାୟତ ରେ ଗଞ୍ଜାମ ଜିଲ୍ଲା ପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ||

09-Sep-2025

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

              ଓଡିଶା ଜନ ମତ 

କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

 ଗଂଜାମ ଜିଲ୍ଳାପାଳଙ୍କ ପ୍ରୟାସରେ ଗଂଜାମ ଜିଲ୍ଲାର ସମସ୍ତ ପଞ୍ଚାୟତକୁ ପ୍ରଶାସନିକ ଅଧିକାରୀ ମାନେ ଯାଇ ସେମାନଙ୍କ ଅଭିଯୋଗ ଶୁଣାଣି ଆରମ୍ଭ କରିଛନ୍ତି I ଏହି ପ୍ରରିପ୍ରେକ୍ଷୀରେ ଆଜି ବେଲଗୁଣ୍ଠା ବ୍ଲକ୍ ଗାଙ୍ଗପୁର ପଂଚାୟତ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି I ଗାଙ୍ଗପୁର ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡକୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ତହସିଲଦାର ତଥା ଗୋଷ୍ଠୀ ଉନ୍ନୟନ ଅଧିକାରୀ କଳାକୃଷ୍ଣ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗାଙ୍ଗପୁର ଥାନା ଅଧିକାରୀ ବନବିହାରୀ ପ୍ରଧାନ,ବେଲଗୁଣ୍ଠା ଏବିଇଓ ପ୍ରତିଭା ରଥ, ସିଡିପିଓ ନଳିନୀ ମହାରଣା, ଗାଙ୍ଗପୁର ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ଃ ପାଣ୍ଡବ ସ୍ୱାଇଁ,ସୋରଡ଼ା ବିଧାୟକ ପ୍ରତିନିଧି ଜିତେନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସୀନ ରହି ହିତାଧିକାରୀଙ୍କ ଅଭିଯୋଗ ଶୁଣାଣି କରିଥିଲେ I ଆଜି ମୋଟ ୬୪ ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥି ମଧ୍ୟରୁ ୪୮ ଟି ଅଭିଯୋଗର ତତ୍କାଳ ସମାଧାନ କରାଯିବ ସହିତ ୧୬ ଟି ଅଭିଯୋଗର ଇ- ପଞ୍ଜିକରଣ କରାଯାଇଥିଲା I ଏହି ଅଭିଯୋଗ ଶୁଣାଣି ଶିବିରରେ ଭତ୍ତା, ସୁଭଦ୍ରା ଯୋଜନା,ରାସନ୍ କାର୍ଡ୍,ଜଳ ସେଚନ,ପାନୀୟ ଜଳ ଯୋଗାଣ ଭଳି ବିଭିନ୍ନ ସମସ୍ୟାର ଅଭିଯୋଗ ଆବେଦନ ପତ୍ର ଗ୍ରହଣ କରାଯାଇଛି।

News Comment

You Might Also Like

BACK TO TOP