Breaking News

ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||     

ଧରାକୋଟ ଥାନା ଅନ୍ତର୍ଗତ ଜାନିବିଲ ଗ୍ରାମର ଜଣେ ମହିଳା ନଦୀରେ ଭାସି ଯାଇ ମୃତ୍ୟୁ |

11-Sep-2025

ରୁଷିକୁଲ୍ୟା ନଦୀରେ ଭାସି ଗୃହିଣୀ ଙ୍କ ଅକାଳ ମୃତ୍ୟୁ , 

           ଓଡିଶା ଜନ ମତ,

   ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,
ଧରାକୋଟ ଥାନ ଅନ୍ତର୍ଗତ ଜାନିବିଲି ଗ୍ରାମର ଶଙ୍କର ବିଷୋୟୀ ଙ୍କ ପତ୍ନୀ ରୁନୁ ବିଷୋୟୀ ନାମ୍ନୀ ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ରୁଷିକୁଲ୍ୟା ନଦୀରେ ଗାଧୋଉଥିବା ବେଳେ ଅସାବଧାନତା ବଶତଃ ନଦୀ ଭିତରକୁ ଖସି ଯାଇଥିଲେ ଓ ସେହି ଠାରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ମୃତ ମହିଳାଙ୍କ ସମ୍ପର୍କିୟ ଭାଇ କେଶବ ବିଷୋୟୀ ଧରାକୋଟ ଥାନ ରେ ଖବର ଜାଣିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ନଂ ୮/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP