Breaking News

ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||     

ବୁଗୁଡ଼ା କଲେଜ ରେ ସ୍ୱତନ୍ତ୍ର ବୃକ୍ଷ ରୋପଣ ଶିବିର ଉଦଯାପିତ |

11-Sep-2025

ପିପୁଲସ କଲେଜ : ସ୍ୱତନ୍ତ୍ର ବୃକ୍ଷ ରୋପଣ ଶିବିର ଉଦଯାପିତ,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ବୁଗୁଡା  ୧୦/୯/୨୫ : 

ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଜାତୀୟ ସେବା ଯୋଜନା ୟୁନିଟ -୨(ମହିଳା) ପକ୍ଷରୁ ସେପ୍ଟେମ୍ବର ୪ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ବୃକ୍ଷରୋପଣ ଶିବିର ସେପ୍ଟେମ୍ବର ୧୦ ତାରିଖରେ ଉଦଯାପିତ ହୋଇଯାଇଛି। ସପ୍ତ ଦିବସିୟ ସ୍ୱତନ୍ତ୍ର ଶିବିର ର ଉଦଯାପନୀ କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିଲେ। କଲେଜର ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅତିଥି ଭାବେ ଯୋଗଦେଇ ଗଛ ବଞ୍ଚିଲେ ସମାଜ ବଞ୍ଚିବ ବୋଲି କହିଥିଲେ। ଅନ୍ୟତମ ଅତିଥି ଭାବେ ଆଇକିୟୁଏସି ର ସଂଯୋଜକ ଅଧ୍ୟାପକ ସୁଶାନ୍ତ କୁମାର ସାହୁ, ଗଛ ବଞ୍ଚିଲେ ସମାଜ ପାଇଁ କଣ ଲାଭ ହେବ ପ୍ରକାଶ କହିଥିଲେ। ଏନଏସଏସ ୟୁନିଟ-୨ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ସସ୍ମିତା ସାମନ୍ତରା ଅତିଥି ପରିଚୟ ସହ ଶିବିରର୍ ସାତ ଦିନର ସ୍ବେଛାସେବୀମାନଙ୍କ କାର୍ଯ୍ୟକ୍ରମ ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଏନଏସଏସ ୟୁନିଟ-୧ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ରବୀନ୍ଦ୍ର ନାଥ ପୋଲାଈ ଜାତୀୟ ସେବା ଯୋଜନା ର ଲକ୍ଷ୍ୟ ଓ ସ୍ବେଛାସେବୀମାନଙ୍କ ସମାଜ ପ୍ରତି କର୍ତ୍ତବ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ୨୦୦ ରୁ ଅଧିକ ବୃକ୍ଷ ରୋପଣ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ସ୍ବେଛାସେବୀମାନଙ୍କୁ ପୁରସ୍କୃତ କରାଯାଥିଲା ଓ ସମସ୍ତ ଶିବିରାର୍ଥୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ସ୍ବେଛାସେବୀ ଛାତ୍ରୀମାନଙ୍କ ଦ୍ୱାରା ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା। ଶେଷରେ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ସସ୍ମିତା ସାମନ୍ତରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP