Breaking News

ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||     

ମୋଟାବାଡ଼ି ଗ୍ରାମରେ ଶ୍ମଶାନ ନଥିବା ନେଇ ଜିଲ୍ଲା ପାଳ ଙ୍କୁ ମାନବଧିକାର କମିଶନ ଙ୍କ ନୋଟିସ |

11-Sep-2025

ମୋଟାବାଡ଼ି ଗ୍ରାମରେ ଶ୍ମଶାନ ନଥିବା ବିଷୟକୁ ନେଇ  ଓଡିଶା ମାନବାଧିକାର କମିଶନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ନୋଟିସ୍।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୧୧/୯/୨୫ : 

ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡ଼ି ଗ୍ରାମରେ ଶ୍ମଶାନ ଓ ଶବଦାହ ଗୃହ ନଥିବା ପରିପ୍ରେକ୍ଷୀରେ ମାନବାଧିକାର କ୍ଷୁର୍ଣ୍ଣ ହେଉଥିବା ଅଭିଯୋଗ କରି ଓଡିଶା ହାଇ କୋର୍ଟର ଆଡଭୋକେଟ ତଥା ମାନବାଧିକାର କର୍ମୀ ରଞ୍ଜିତ କୁମାର ପାତ୍ର ଏକ ଅଭିଯୋଗ ଓଡିଶା ମାନବାଧିକାର କମିଶନଙ୍କ ନିକଟରେ ଦାଖଲ କରିଥିଲେ। ସେହି ଅଭିଯୋଗକୁ ଗ୍ରହଣ କରି ୦୪/୯/୨୫ ତାରିଖରେ କେଶ ନଂ ୩୧୨୫/୨୦୨୫ ପ୍ରକାରେ ଗଞ୍ଜାମ ଜିଲ୍ଲାପାଳ ନିକଟକୁ ନିର୍ଦ୍ଦେଶ ପ୍ରେରଣ କରି ମୋଟାବାଡ଼ି ଘଟଣା ଅନୁସନ୍ଧାନ କରି ଆସନ୍ତା ୨୮/୧୧/୨୦୨୫ ତାରିଖ ଦିନ ଜଣାଇବାକୁ କହିଛନ୍ତି।

News Comment

You Might Also Like

BACK TO TOP