Breaking News

ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||     

ହିଞ୍ଜିଳି ଥାନା ଅନ୍ତର୍ଗତ ବଇଁଚି ବଣିଆ ଗ୍ରାମରେ ଜଣେ ଯୁବକ ଙ୍କ ଭିଣୋଇ ଘରେ ରଶି ଲଗାଇ ଆତ୍ମହତ୍ୟା ||

12-Sep-2025

ବେକରେ ରଶି ଲଗାଇ ଯୁବକ ର ଆତ୍ମହତ୍ୟା,

ଓଡିଶା ଜନ ମତ, ବ୍ରହ୍ମପୁର,କୈଳାସ ଚନ୍ଦ୍ର ଚୌଧୁରୀ, 
ହିଞ୍ଜିଳି ଥାନା ଅନ୍ତର୍ଗତ ବଇଁଚବଣିଆ ଅଞ୍ଚଳରେ ପ୍ରିୟଜୀତ୍ ଜେନା ନାମକ ଜଣେ ଯୁବକ ନିଜ ଭିଣୋଇ ଘରେ ପଙ୍ଖା ରେ ରଶି ଲଗାଇ ନିଜ ବେକରେ ଗୁଡେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ର ଘର ଆଡପଡା ଫାଣ୍ଡି ଅଞ୍ଚଳରେ ହୋଇଥିବା ବେଳେ ସେ ତାଙ୍କର ଭିଣୋବୈଦୁର୍ଯ୍ୟମଣି ଙ୍କର ଘରେ ରହୁଥିଲା ଓ କୌଣସି କାମ ଧନ୍ଦା ନଥିବାରୁ ମାନସିକ ଅବସାଦ ରେ ରହୁଥିଲା। କିନ୍ତୁ ଗତକାଲି ତା ଭଉଣୀ ଶୋଇବା ଘରର ପଙ୍ଖା ବନ୍ଦ ଥିବା ଦେଖି ଭିତରକୁ ଗଲା ବେଳେ ଦେଖିଲେ ଯେ ଭାଇ ବେକରେ ରଶି ଗୁଡେ଼ଇ ପଙ୍ଖା ରେ ଝୁଲୁଛି।ସଙ୍ଗେ ସଙ୍ଗେ ସ୍ବାମୀ କୁ ଜଣାଇଥିଲେ ଓ ସ୍ବାମୀ ଆସି ତଳକୁ ଓହ୍ଲେଇ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଭିଣୋଇ ଠାରୁ ଅଭିଯୋଗ ଗ୍ରହଣ କରି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP