Breaking News

ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||     

ବୁଗୁଡ଼ା ପିପୁଲସ କଲେଜର ଆଇଆର ପିଏମ ବିଭାଗର ନବାଗତ ଙ୍କୁ ସ୍ୱାଗତ |

12-Sep-2025

ଆଇଆରପିଏମ ବିଭାଗର ନବାଗତଙ୍କୁ ସ୍ୱାଗତ,

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ବୁଗୁଡା  ୧୨/୯/୨୫ :

 ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଆଇଆରପିଏମ ବିଭାଗର +୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀଙ୍କୁ +୩ ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେପ୍ଟେମ୍ବର ୧୨ ତାରିଖ ଦିନ ସ୍ୱାଗତ ଜଣାଇଥିଲେ। ନବାଗତଙ୍କୁ ସ୍ୱାଗତ ଜଣାଇବା ପାଇଁ ଆଇଆରପିଏମ ବିଭାଗ ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ, ଆଇକିୟୁଏସି ସଂଯୋଜକ ତଥା ପଦାର୍ଥ ବିଜ୍ଞାନ ମୁଖ୍ୟ ଅଧ୍ୟାପକ ସୁଶାନ୍ତ କୁମାର ସାହୁ, ଆକାଉଣ୍ଟ ବର୍ସର ଅଧ୍ୟାପକ ଡକ୍ଟର ହିମାଂଶୁ ଶେଖର ରଥ, ପ୍ରଶାସନିକ ବର୍ସର ଅଧ୍ୟାପକ ଡକ୍ଟର ପ୍ରଦୀପ କୁମାର ଦାଶ ଏବଂ ଆଇଆରପିଏମ ବିଭାଗର ଅଧ୍ୟାପିକା ସୁରଜିତା କୁମାରୀ ସାହୁ ଓ ଚିନ୍ମୟୀ ପାତ୍ର ଯୋଗଦେଇଥିଲେ। ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ପ୍ରଥମେ ନିଜ ନିଜ ପରିଚୟ ପ୍ରଦାନ କରିଥିଲେ। ଏହାପରେ ଦ୍ଵିତୀୟ ବର୍ଷ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ସହ ଭାବର ଆଦାନ ପ୍ରଦାନ ହୋଇଥିଲା। ସମସ୍ତ ଅତିଥି ବୃନ୍ଦ ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ମଙ୍ଗଳ କାମନା କରି କଲେଜରେ ଶାନ୍ତି ବଜାୟ ରଖିବା ସହ ବିଭାଗର ନିୟମ ପାଳନ କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ଅଧ୍ୟାପିକା ଚିନ୍ମୟୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP