Breaking News

ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||     

ପୋଲସରା ବ୍ଳକ ଡୁଙ୍ଗୁରି ଗ୍ରାମରେ ବାରହା ଆକ୍ରମଣ ରେ ମହିଳା ମୃତ |

13-Sep-2025

ବାରହା ଆକ୍ରମଣ ରେ ମହିଳା ମୃତ |

ଓଡିଶା ଜନ ମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା, 13/09/25:

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଡୁଙ୍ଗୁରି ଗ୍ରାମରେ ବାରାହା ଆକ୍ରମଣ ରେ ଜଣେ ମହିଳା ଙ୍କ ମୃତ୍ୟୁ ହୋଇଛି l ମୃତ ମହିଳା ସେହି ଗ୍ରାମର ପଦ୍ମାବତୀ ପୋଲାଈ ହୋଇଥିବା ବେଳେ ସେ ଗତକାଲି ସନ୍ଧ୍ୟାରେ ଚାଷ ଜମିକୁ ଯାଇ ଫେରିବା ସମୟରେ ବାରାହା ଆକ୍ରମଣ ର ଶିକାର ହୋଇଥିଲେ l ରାତି ପର୍ଯ୍ୟନ୍ତ ସେ ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି ପରେ ଚାଷ ଜମିରେ କ୍ଷତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ l ତାଙ୍କ ସେଠାରୁ ଉଧାରକରି ବିଳମ୍ବିତ ରାତିରେ ଚିକିତ୍ସା ନିମନ୍ତେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତି କରିଥିବା ବେଳେ ଏଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି l ତେବେ କିଛି ମାସ ମଧ୍ୟରେ ଅଞ୍ଚଳରେ ବହୁବାର ବାରାହା ଆକ୍ରମଣ ଘଟଣା ସାମ୍ନାକୁ ଆସିଛି l ଅନ୍ୟପଟେ ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିବ ବୋଲି ସୂଚନା ଦେଇଛନ୍ତି ପୋଲସରା ରେଞ୍ଜର lA

News Comment

You Might Also Like

BACK TO TOP