Breaking News

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||     

ଏସ ଆର କେ, ଏନ ୟୁ ବି କେନ୍ଦୁବାଡି ପକ୍ଷରୁ ବିଶ୍ୱ ଓଜନ ଦିବସ ଅନୁଷ୍ଠିତ |

17-Sep-2025

ଏସ.ଆର.କେ. ଏନ.ୟୁ.ବି. କେନ୍ଦୁବାଡ଼ି ପକ୍ଷରୁ ବିଶ୍ୱ ଓଜୋନ ଦିବସ ସଚେତନତା କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା
  ତା.୧୭/୦୯/୨୦୨୫:

 ପୋଲସରା ବ୍ଲକ୍ କେନ୍ଦୁବାଡ଼ି ଗ୍ରାମ ପଞ୍ଚାୟତ ସ୍ଥିତ ଶ୍ରୀରାଧାକୃଷ୍ଣ ନୋଡାଲ ଉଚ୍ଚ ବିଦ୍ୟାଳୟ କେନ୍ଦୁବାଡ଼ି ଠାରେ "ବିଶ୍ୱ ଓଜୋନ" ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ବିପିନ ବିହାରୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ ଏଵଂ ବିଦ୍ୟାଳୟର ପ୍ରକୃତିବନ୍ଧୁ ପୁରସ୍କାର ତଥା "ନେସନ୍ ବିଲଡର ଆୱାର୍ଡ଼" ପୁରସ୍କାରପ୍ରାପ୍ତ ହିନ୍ଦୀ ଶିକ୍ଷକ ହେମନ୍ତ କୁମାର ନାୟକଙ୍କ ବଳିଷ୍ଠ ଉଦ୍ୟମ ତଥା ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ପୂର୍ବତନ ସରପଞ୍ଚ ବିଜୟ କୁମାର ସ୍ବାଇଁ ଯୋଗଦେଇ ବେଦ ମନ୍ତ୍ରୋଚାରଣ ମଧ୍ୟରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥିଭାବେ ବରିଷ୍ଠ ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡା ଯୋଗଦେଇଥିଲେ। ଏହି ଅବସରରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା "ଓଜୋନ ସୁରକ୍ଷା ଜୀବନ ରକ୍ଷା"କୁ ନେଇ ଅନେକ ସ୍ଲୋଗାନ ମାଧ୍ୟମରେ ସମଗ୍ର କେନ୍ଦୁବାଡ଼ି ଗ୍ରାମରେ ଏକ ସଚେତନତା ଯାତ୍ରା କରାଯାଇଥିଲା। ପରେ ବିଦ୍ୟାଳୟ ସଭାକକ୍ଷରେ ପ୍ରଧାନ ଶିକ୍ଷକଙ୍କ ସଭାପତିତ୍ବରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଯିଏକି ନିଜେ ଜଣେ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ନିର୍ବାହ କରି ଅବସର ନେଇସାରିଛନ୍ତି ନିଜର ସାରଗର୍ଭ ଅଭିଭାଷଣ ଜରିଆରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଅତି ସରଳ ଏବଂ ସୁନ୍ଦରଭାବେ ମାର୍ଗଦର୍ଶନ ଦେବାସହିତ ପିଲାମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା ଏବଂ ଅନୁଷ୍ଠାନର  ଉତ୍ତରୋତ୍ତର କାମନା କରିଥିଲେ। ପରେ ପ୍ରଧାନ ଶିକ୍ଷକଙ୍କ ସମେତ ବିଜ୍ଞାନ ବିଭାଗ ଶିକ୍ଷୟତ୍ରୀ ସୁଶ୍ରୀ ହରପ୍ରିୟା ଦଳାଇ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରା ସାମ୍ପ୍ରତିକ ସମୟରେ ସମଗ୍ର ଜୀବଜଗତ ପାଇଁ ଓଜୋନର ଆବଶ୍ୟକତା,ସୁରକ୍ଷା ଓ ଜୀବନ ରକ୍ଷା ଓ ଦିବସର ପାଳନ ଉପରେ ନିଜନିଜର ସୁଚିନ୍ତିତ ମତ ପ୍ରଦାନ କରି ବୁଝାଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ଉକ୍ତ ବିଷୟ ଉପରେ କହିବାର ସୁଯୋଗ ଦିଆଯାଇଥିଲା। ଉକ୍ତ ଦିବସର ବିଷୟ ଉପରେ ନେଇ କରାଯାଇଥିବା ବକୃତା,ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତାରେ ଅ°ଶଗ୍ରହଣ କରି ନିଜର ମେଧାଶକ୍ତି ପ୍ରଦର୍ଶନ କରିଥିବା କୃତିତ୍ୱ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ତରଫରୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପାରମ୍ପରିକ ଭାବେ ଅତିଥିମାନଙ୍କୁ ସ୍ଵାଗତ କରାଯାଇଥିବାବେଳେ ଶେଷରେ ଶିକ୍ଷକ ହରିହର ସ୍ୱାଇଁ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP