Breaking News

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||     

ପୋଲସରା ର ବିଭିନ୍ନ ସ୍ଥାନରେ ବିଶ୍ଵକର୍ମା ଙ୍କ ପୂଜା ଅନୁଷ୍ଠିତ |

17-Sep-2025

ପୋଲସରାର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମାଙ୍କ ପୂଜା।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡ ତା.୧୭/୦୯/୨୦୨୫:

ଗଂଜାମ ଜିଲ୍ଲାର ପୋଲସରା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଶ୍ୱକର୍ମା ସମାଜ ଆଠଗଡ଼ ତାଲୁକା ମନ୍ଦିର ସମେତ ଶ୍ରୀଶ୍ରୀ ବିଶ୍ୱକର୍ମା ରାଜମିସ୍ତ୍ରୀ ସଂଘ, ଶ୍ରୀଶ୍ରୀ ବିଶ୍ୱକର୍ମା ବାଇକ୍ ଗ୍ୟାରେଜ ସଂଘ, ସ୍ଵର୍ଣ୍ଣ କାରିଗର ସଂଘ,ସରକାରୀ ଜନସ୍ବାସ୍ଥ୍ୟ ଅନୁଖଣ୍ଡ କାର୍ଯ୍ୟାଳୟ ସରକାରୀ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ କାର୍ଯ୍ୟାଳୟ ସମେତ ସହରର ଆଖପାଖ ସ୍ଥାନ ଗୁଡିକରେ ବହୁ ଉତ୍ସାହ ଉଦ୍ଦୀପନା ଓ ଭକ୍ତିଭାବ ସହକାରେ ବିଧିବିଧାନ ପୂର୍ବକ ପାଳିତ ହୋଇଯାଇଛି। ଏହି ଅବସରରେ ପୂଜା ମଣ୍ଡପ ଗୁଡିକରେ ଭକ୍ତ ଏଵଂ ଜନସାଧାରଣଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି।

News Comment

You Might Also Like

BACK TO TOP