Breaking News

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||     

ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବଡ଼ବଜାର ଥାନା ଶାନ୍ତି ନଗର ରେ ଜଣେ ଯୁବକ ଙ୍କୁ ଅତର୍କିତ ଆକ୍ରମଣ ||

18-Sep-2025

ପୁର୍ବ ଶତୃତା କୁ ନେଇ ଯୁବକ କୁ ଆତର୍କିତ ଆକ୍ରମଣ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:

ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତି ନଗର ପ୍ରଥମ ଗଳିର ଅଭିଷେକ ନାହାକ ନାମକ ଜଣେ ଯୁବକ କୁ କିଛି କାତିରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁରୁତର ଯୁବକ ଜଣକ ନିଜ ସାହି ଛକରେ ଗୋଟିଏ ଦୋକାନରେ ଚାହା ପିଉଥିବା ବେଳେ ହଠାତ୍ କିଛି ଯୁବକ ଆସି ତାକୁ ଆକ୍ରମଣ କରିଥିଲେ। ଗୁରୁତର ଯୁବକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ବେଳେ ତା ମା ବଡ଼ବଜାର ଥାନା ରେ ଲିଖିତ ଅଭିଯୋଗ କରିଥିଲେ। ଘଟଣା କୁ ନେଇ ପୋଲିସ ଛାନଭିନ୍ ଚଳାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP