Breaking News

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||     

କୀଟନାଶକ ପିଇ ଆତ୍ମ ହତ୍ୟା ସନ୍ଦେହ |

18-Sep-2025

କୀଟନାଶକ ଖାଇ ଆତ୍ମହତ୍ୟା ସନ୍ଦେହ,

ଓଡିଶା ଜନ ମତ,
 ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ:

ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ବ୍ରହ୍ମପୁର ରେଳଷ୍ଟେସନ ରାସ୍ତାରେ ଏକ ଲଜ୍ ରେ ମୁର୍ମୁଷୁ ଅବସ୍ଥାରେ ଜଣେ ଲୋକ କୁ ଉଦ୍ଧାର କରି ବଡଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାର ମୃତ୍ୟୁ ଘଟିଛି। ସୁଚନା ଅନୁଯାୟୀ ଜଣାପଡିଛି ମୃତ ବ୍ୟକ୍ତି ଜଣକ ଜଗନ୍ନାଥ ପ୍ରସାଦ ଥାନା ଅର୍ନ୍ତଗତ କାଦପଡା ଗ୍ରାମର ଅନୁପ କୁମାର ଦାସ ଓ ଗତ ଦୁଇ ଦିନ ହେଲା ଉକ୍ତ ଲଜ୍ ରେ ରହୁଥିବା ବେଳେ କୌଣସି କାରଣରୁ କୀଟନାଶକ ଔଷଧ ଖାଇ ଅସୁସ୍ଥ ହୋଇ ପଡିଲେ।ଜଣା ପଡ଼ିବା ପରେ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ତାର ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP