Breaking News

ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||     

ବିଭିନ୍ନ ଦାବିନେଇ ପିଏ,ସ, ଟି, ଏ ପୋଲସରା ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ରପ୍ରଦାନ ||

18-Sep-2025

ବିଭିନ୍ନ ଦାବିନେଇ ପି.ଏସ.ଟି.ଏ. ପୋଲସରା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ ଏଵଂ ଆନ୍ଦୋଳନ ଧମକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୧୮/୦୯/୨୦୨୫:

 ବିଭିନ୍ନ ଦାବି ପୂରଣ ନେଇ ଗଂଜାମ ଜିଲ୍ଲା ସ୍ଥିତ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ (ପିଷ୍ଟା) ପୋଲସରା ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ଉଲ୍ଲେଖିତ ଦାବିପତ୍ର ପ୍ରକାରେ ୧- ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ କରି ସଂପୃକ୍ତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ଦିଆଯିବା ସହିତ ଶିକ୍ଷା ସହାୟକ/ସହାୟିକା ଓ କନିଷ୍ଠ ଶିକ୍ଷକ/ଶିକ୍ଷୟତ୍ରୀଙ୍କ ୬ ବର୍ଷର କାର୍ଯ୍ୟକାଳକୁ ୬ଟି ନୋଷାନାଲ ଇନକ୍ରୀମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରାଯାଉ। ୨- ସମସ୍ତ ଲେଭୁଲ- ଭି(ଏ) ପ୍ରାଥମିକ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କୁ କେନ୍ଦ୍ରୀୟ ହାରରେ ମାସିକ ୩୫ ହଜାର ୪ ଶହ ଟଙ୍କା ଦରମା ଦିଆଯାଉ। ୩-୨୦୧୧ ମସିହା ପୂର୍ବ ନିଯୁକ୍ତି ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ପଦୋନ୍ନତି ନିମନ୍ତେ ଶିକ୍ଷକ ଯୋଗ୍ୟତା  ବାଧ୍ୟତାମୂଳକ କରାନଯାଉ।୪- ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ପାଇଁ  ସ୍ବାସ୍ଥ୍ୟବୀମା ଲାଗୁ କରାଯାଉ ବୋଲି ଦୀର୍ଘଦିନରୁ ରହି ଆସିଥିବା ଏହି ୪ ଗୋଟି ଦାବୀ ପୂରଣ କରିବାକୁ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି। ଦାବିପତ୍ରଟି ସଂଘ ସଭାପତି ସନ୍ନ୍ୟାସୀ ସାହୁଙ୍କ ନେତୃତ୍ୱରେ ବିଇଓ କାର୍ଯ୍ୟାଳୟକୁ ଯାଇ ବିଇଓଙ୍କ ଅନୁପସ୍ଥିତିରେ ଏବିଇଓ ସୁବାଶିନି ତ୍ରିପାଠୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପତ୍ର ସ°.୦୧/୨୦୨୫ ସଂଘ ତରଫରୁ ପ୍ରଦାନ କରାଯାଇଛି। ଯଦି ସରକାର ଅବିଳମ୍ବେ ଦାବିପୂରଣ ନ କରନ୍ତି ତେବେ ଆସନ୍ତା ୨୦ ତାରିଖ ଶନିବାର ଦିନ ଠାରୁ ରାଜ୍ୟ ମହାସଂଘ ସମର୍ଥନରେ ରାଜଧାନୀରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ଧମକ ଦିଆଯାଇଛି। ଦାବିପତ୍ର ପ୍ରଦାନ ସମୟରେ ସଂଘର ଉପସଭାପତି ତ୍ରିଲୋଚନ ପାତ୍ର, ସଂପାଦକ ଦିଲ୍ଲୀପ କୁମାର ସେଠୀ, ଯୁଗ୍ମ ସଂପାଦକ କୁଳମଣି ସାହୁ, କୋଷାଧ୍ୟକ୍ଷ ସୁଶାନ୍ତ କୁମାର ଡାକୁଆ,ବ୍ଲକ୍ ସ°ଯୋଜକ ତୋଫାନ ସ୍ୱାଇଁ ଓ ଗଣମାଧ୍ୟମ ଯୋଗାଯୋଗ ବସନ୍ତ ମହାରଣା ପ୍ରମୁଖଙ୍କ ସମେତ ଆହୁରି ଅନେକ ସଦସ୍ୟ ଓ ସଦସ୍ୟାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP