Breaking News

ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ପୁରୁଷୋତ୍ତମପୁର ପରିବା ମାର୍କେଟ ରେ ମଧ୍ୟ ଧୁମ ଧାମରେ ପାଳିତ ହେଲା ପତାକା ଉତ୍ତୋଳନ |    (16-Aug-2026)       ||      ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||     

ବ୍ରହ୍ମପୁର କର୍ପୋରଟେର ସନ୍ତୋଷ କୁମାର ସେଠୀଙ୍କ ଘର ଉପରେ ବୋମା ମାଡ଼ ||

19-Sep-2025

କର୍ପୋରେଟର ଙ୍କ ଘର ଉପରେ ବୋମାମାଡ, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,

ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହି ସ୍ଥିତ କର୍ପୋରେଟର ସନ୍ତୋଷ କୁମାର ସେଠୀ ଙ୍କ ଘର ଉପରେ ଗତକାଲି ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ମୋଟରସାଇକେଲ ରେ ଆସି ବୋମାମାଡ କରିଥିବା ସିସିଟିଭି ଫୁଟେଜ ରୁ ଜଣାପଡିଛି। ବୋମାମାଡ ରେ ସନ୍ତୋଷ ଘର ବାହାର ପଟେ କିଛି କ୍ଷତି ହୋଇଥିବା ପ୍ରଚଣ୍ଡ ଶବ୍ଦରେ ସାହିରେ କୋକୁଆ ଭୟ ସୃଷ୍ଟି ହୋଇଛି ଓ ଘଟଣା କୁ ନେଇ ଅଞ୍ଚଳରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ବଡ଼ବଜାର ଥାନା ଅଧିକାରୀ ବାବା ଶଙ୍କର ସରାଫ୍ ଓ ଅନ୍ୟାନ୍ୟ କର୍ମଚାରୀ ମାନେରେ ପହଞ୍ଚି ସିସିଟିଭି ଫୁଟେଜ ଯାଞ୍ଚ କରି ଅପରାଧୀ ମାନଙ୍କୁ ଚିହ୍ନଟ କରିଥିବା ଜଣାପଡ଼ିଛି। କିଛି ପୁରୁଣା ଅପରାଧୀ ଘଟଣାରେ ସଂପୃକ୍ତ ଥିବା ଜଣାପଡିଛି।

News Comment

You Might Also Like

BACK TO TOP