Breaking News

ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||     

କେନ୍ଦୁବାଡି ପଞ୍ଚାୟତ ସ୍ତରୀୟ ଏସ ଆର କେ ଏନ ୟୁ ବି ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |

20-Sep-2025

ଏସଆରକେ.ଏନ୍.ୟୁ.ବି. କେନ୍ଦୁବାଡ଼ି ପକ୍ଷରୁ ହିନ୍ଦୀ ଦିବସ ପାଳନ।

ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୨୦/୦୯/୨୦୨୫:

 ପୋଲସରା ବ୍ଲକ୍ କେନ୍ଦୁବାଡ଼ି ପଞ୍ଚାୟତ ସ୍ଥିତ ଶ୍ରୀ ରାଧାକୃଷ୍ଣ ନୋଡାଲ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ରାଷ୍ଟଭାଷା ହିନ୍ଦୀ ଦିବସ ପାଳନ କରାଯାଇଛି। ପ୍ରଧାନ ଶିକ୍ଷକ ବିପିନ ବିହାରୀ ସାହୁଙ୍କ ଅଧ୍ୟକ୍ଷତାରେ ଏହି ଦିବସ ପାଳିତ ହୋଇଥିଲା। "ପ୍ରକୃତି ବନ୍ଧୁ ପୁରସ୍କାରପ୍ରାପ୍ତ" ଏଵଂ "ନେଶନ୍ ବିଲଡର୍ ଆୱାର୍ଡ଼"ରେ ସମ୍ମାନୀତ ହିନ୍ଦୀ ଶିକ୍ଷକ ହେମନ୍ତ କୁମାର ନାୟକଙ୍କ ଆନ୍ତରିକ ଉଦ୍ୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ନିକଟସ୍ଥ ବୁଗୁଡ଼ା ବ୍ଲକ୍ ଜୀବନ ବୀମା ନିଗମ ଶାଖା ପରିଚାଳକ ସନ୍ତୋଷ କୁମାର ଜେନା ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଶିଷ୍ଠ ଶିକ୍ଷାବିତ୍ ତଥା ପୂର୍ବତନ ସରପଞ୍ଚ ବିଜୟ କୁମାର ଭୂୟାଁ ଯୋଗଦେଇଥିଲେ। ଏହି ଅବସରରେ ଅତିଥିବୃନ୍ଦଙ୍କ ସମେତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସାହୁ,ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରା,ଶିକ୍ଷୟତ୍ରୀ ହରପ୍ରିୟା ଦଳାଇ ଓ ସୁପ୍ରିୟା ପ୍ରଧାନ ପ୍ରମୁଖ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଦୈନନ୍ଦିନ ଜୀବନରେ ଦେଶର ରାଷ୍ଟ୍ରୀୟ ଭାଷାରୁପେ ପରିଚିତ ହିନ୍ଦୀ ଭାଷାର ଆବଶ୍ୟକତା,ହିନ୍ଦୀ ଦିବସ ପାଳନର ମହତ୍ତ୍ଵ ଓ ଭୂମିକା,ଏହି ଭାଷାର ଆବଶ୍ୟକ ପ୍ରଚାର ପ୍ରସାର ସହିତ ବିଶ୍ୱରେ ଭାରତକୁ ଏକ ବିକଶିତ ରାଷ୍ଟ୍ର ଗଠନ କରିବା ପାଇଁ ଏହି ଭାଷା ଏକ ପ୍ରମୁଖ ଅସ୍ତ୍ର ଅଟେ ବୋଲି ଭାବିନେଇ ପ୍ରତ୍ୟେକ କ୍ଷେତ୍ରରେ ବ୍ୟବହାର କରିବାକୁ ପଡ଼ିବ ବୋଲି ମତ ପ୍ରକାଶ କରିଥିଲେ। ପରେ ଏହି ସମ୍ମାନ ଏଵଂ ଗର୍ବ ଓ ଗୌରବର ଭାଷା ଉପରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୁନ୍ଦର ହସ୍ତାକ୍ଷର,ବକୃତା,ପ୍ରବନ୍ଧ ଓ କବିତା ଲିଖନକୁ ନେଇ ଅନୁଷ୍ଠିତ ପ୍ରତିଯୋଗିତାର କୃତିତ୍ୱ ପ୍ରତିଯୋଗୀମାନଙ୍କୁ ଉପସ୍ଥିତ ଅତିଥିବୃନ୍ଦଙ୍କ କରକମଳରୁ ପୁରସ୍କାର ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ଉତ୍ସାହିତ କରିବାସହିତ ସହଯୋଗ କରିଥିଲେ। ଶେଷରେ ଶିକ୍ଷକ ବେହେରା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP