Breaking News

ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||     

ବଜ୍ରା ଘାତରେ ଆଙ୍ଗୁ ଗ୍ରାମର କୈଳାଶ ପଣ୍ଡାଙ୍କ 3ବର୍ଷର ମାଈ ବାଛୁରୀ ମୃତ |

20-Sep-2025

ବଜ୍ରପାତ ରେ ଏକ ମାଈ ବାଛୁରୀ ମୃତ, 

ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର  ବ୍ଳକ ଅନ୍ତର୍ଗତ  ବାଘଳା ପଞ୍ଚାୟତ ଆଙ୍ଗୁ ଗ୍ରାମର କୈଳାଶ ପଣ୍ଡା, ପି-ଲେଟ ବଳରାମ ପଣ୍ଡା ଙ୍କ  କିଛି ଗାଈ ବାଛୁରୀ ଘର ସାମ୍ନା ଏକ ପଡିଆରେ  ଘାସ ଚରୁଥିଲା  ବେଳେ  ଅପରାହ୍ନ ରେ ଅଦିନିଆ ବର୍ଷା ଓ ଘଡ଼ ଘଡି ଘଟି  ଥିଲା  | ଏବଂ ସେତେବେଳେ ତିନି ବର୍ଷ ର ମାଈ ବାଛୁରୀ ଉପରେ ଚଡଚଡି ବାଜିବା ଫଳରେ  ଘାସ ଚରୁଥିବା ଏହି  ମାଈ ବାଛୁରୀ ଟି ଘଟଣା ସ୍ଥଳ ରେ  ମରିଯାଇ ଥିଲା    | ଗୃହ କର୍ତ୍ତା କୈଳାଶ ପଣ୍ଡା ଏହିବିଷୟ ରେ ବ୍ଲକ  ପଶୁ ଅଧିକାରୀ ଙ୍କୁ ଫୋନ କରି ଥିଲେ ମଧ୍ୟ ତାଙ୍କର ଫୋନ ରିଙ୍ଗ ହୋଇ ନଥିଲା  | ତେବେ ମାଈ ତିନି ବର୍ଷ ର ବାଛୁରୀ ଟି ମରିଯିବାରୁଘର ଲୋକେ ସମସ୍ତେ ବହୁତ  ଦୁଃଖରେ ଅଛନ୍ତି | ଏହି ବାଛୁରୀ ଟିର ଉପଯୁକ୍ତ କ୍ଷତି ପୂରଣ  ସରକାର ଙ୍କ ଠାରୁ ମିଳିବାକୁ ଦାବି କରିଛନ୍ତି କୈଳାଶ ଓ  ତାଙ୍କ ପରିବାର |

News Comment

You Might Also Like

BACK TO TOP