Breaking News

ତିନି କୋଟି ରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣା ରେ ଭିଜିଲାନ୍ସ ଦ୍ୱାରା ଦୁଇ ଗିରଫ ||   (16-Aug-2026)       ||      ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||     

ମାଓବାଦୀ ଆକ୍ରମଣ ରେ ଗୁରୁତର ଆହତ ଯବାନ କୁ ସାକ୍ଷାତ କଲେ ରାଜ୍ୟ ପୋଲିସ ମହା ନିର୍ଦେଶକ |

21-Sep-2025

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ସାକ୍ଷା କଲ  ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ | 

 ଓଡିଶା ଜନ ମତ --କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ପ୍ରଧାନମନ୍ତ୍ରୀଙ୍କ ସମ୍ଭାବ୍ୟ ଗସ୍ତ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ୍ ବାହାଦୁର ଖୁରାନିଆ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ପଡ଼ିଆ କୁ ପରିଦର୍ଶନ କରି ଗଞ୍ଜାମ ଜିଲ୍ଲା ପୋଲିସ ଏସପି ଶୁଭେନ୍ଦୁ ପାତ୍ର, ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସଞୟ କୁମାର ଓ ବ୍ରହ୍ମପୁର ଆଇ ଜି ନିତିନ୍ ଶେଖର ଙ୍କ ସହ ଆଲୋଚନା କରିଛନ୍ତି।ଏଥି ସହିତ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ମାଓବାଦୀଙ୍କ ମୁକାବିଲା ପରିସ୍ଥିତିରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ପ୍ରେମ୍ ସିଂ ମାଝୀ ଙ୍କୁ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ଦାୟିତ୍ବରେ ଥିବା ଡ଼ାକ୍ତର ମାନଙ୍କ ସହ ଯବାନ ର ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିଥିଲେ ଓ ସାହାସ୍ ର ମାଓବାଦୀଙ୍କ ସହ ମୁକାବିଲା କରି ଗୁରୁତର ଆହତ ଯବାନଙ୍କ ସାହାସିକତା କୁ ପ୍ରଶଂସା କରିଥିଲେ।

News Comment

You Might Also Like

BACK TO TOP