Breaking News

ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||     

ବିବାହିତ ଯୁବକଙ୍କ ଆତ୍ମହତ୍ୟା |

21-Sep-2025

ବିବାହିତ ଯୁବକ ର ଆତ୍ମହତ୍ୟା,

ଓଡିଶ ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗାଙ୍ଗପୁର ଥାନା ଅନ୍ତର୍ଗତ ନେଟେଙ୍ଗା ଗ୍ରାମର ଲକ୍ଷ୍ମୀଧର ବିଶ୍ୱାଳ ନାମକ ଜଣେ ଯୁବକ ବେକରେ ଲୁଗା ଗୁଡେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ଗତ କିଛି ମାସ ପୂର୍ବରୁ ବାହା ହୋଇଥିଲା। କିନ୍ତୁ ପାରିବାରିକ କଳହକୁ ନେଇ ମାନସିକ ଦୁଶ୍ଚିନ୍ତା ରେ ରହୁଥିବା ବେଳେ ମୃତ୍ୟୁ ପୁର୍ବରୁ ନିଜ ସ୍ତ୍ରୀ ସହିତ ଝଗଡ଼ା ହେଲା ପରେ ଏହି ଭଳି ପଦକ୍ଷେପ ନେଇଛି ବୋଲି ଲକ୍ଷ୍ମୀ ର ଭିଣୋଇ ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP