Breaking News

ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||     

ବଜ୍ର ପାତ ରେ ଖଲ୍ଲିକୋଟ ଥାନା ମଥୁରା ପଞ୍ଚାୟତ ର ଜଣେ ମହିଳା ଙ୍କ ମୃତ୍ୟୁ ହୋଉଥିଲା ବେଳେ ଅନ୍ୟଜଣେ ଆହତ |

21-Sep-2025

ବଜ୍ରପାତରେ ଜଣେ ମହିଳା ମୃତ ଓ ଅନ୍ୟ ଜଣେ ଆହତ,

ଓଡିଶ   ଜନମତ, ମାଧବ ଚନ୍ଦ୍ର ବେହେର,  ଖଲ୍ଲିକୋଟ 22/9:

ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି।ମୃତ ମହିଳା ଜଣକ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ମଥୁରା ପଞ୍ଚାୟତ ଭରାସା ନୂଆଁପଲ୍ଲୀ ଗ୍ରାମର ଜୟରାମ ଗୌଡଙ୍କ ପତ୍ନୀ ୪୫ ବର୍ଷୀୟା ଚନ୍ଦ୍ରମା ଗୌଡ ବୋଲି ଜଣାପଡିଛି ।ମୃତ ଚନ୍ଦ୍ରମା ଧାନ ବିଲରେ କାମ କରୁଥିବା ବେଳେ ଘଟିଛି ଅଘଟଣ । ତାଙ୍କ ସହ କାମ କରୁଥିବା ଅନ୍ୟ ଜଣେ ମହିଳା ଆହତ ହୋଇଛନ୍ତି। ଆହତ ମହିଳା ଜଣକ ହେଲେ ସେହି ଗ୍ରାମର ଉର୍ମିଳା ଗୌଡ। ଉର୍ମିଳା ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ବଜ୍ରପାତରେ ଚନ୍ଦ୍ରମା ବିଲରେ ଟଳି ପଡିଥିବା ବେଳେ ପାଖରେ କାମ କରୁଥିବା ଅନ୍ୟ ମାନେ ତୁରନ୍ତ ତାଙ୍କ ପରିବାରକୁ ଜଣାଇଥିଲେ। ପରିବାର ଲୋକେ ନିକଟସ୍ଥ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପଠାଇଛି।ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପରିସରରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।| 

News Comment

You Might Also Like

BACK TO TOP