Breaking News

ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||     

ଖଲ୍ଲିକୋଟ ବ୍ରଜରାଜ ପୁର ଗ୍ରାମ ନିକଟରେ ବଜ୍ରପାତ ଘଟି ଜଣେ ମହିଳା ମୃତ ଓ ଜଣେ ମହିଳା ଆହତ |

21-Sep-2025

ବ୍ରଜରାଜପୁର ଗ୍ରାମ ନିକଟରେ ବଜ୍ରାଘାତ ଘଟି ଜଣେ ମହିଳା ମୃତ ଓ ଅନ୍ୟ ଜଣେ ମହିଳା ଗୁରୁତର ଆହତ,

ଓଡିଶା ଜନ ମତ, ଖଲ୍ଲିକୋଟ, ପ୍ରଶାନ୍ କୁମାର ମିଶ୍ର,

ବ୍ରଜରାଜପୁର ଗ୍ରାମ ନିକଟରେ ବଜ୍ରାଘାତ ଘଟି ଆଜି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ମୃତ ମହିଳା ଜଣଙ୍କ ଖଲ୍ଲିକୋଟ ଥାନା ମଥୁରା ପଞ୍ଚାୟତ ଭରସା ନୂଆଁପଲ୍ଲୀ ଗ୍ରାମର ଚନ୍ଦ୍ରମା ଗୌଡ ଓ ଗୁରୁତର ଆହତ ମହିଳା ଜଣଙ୍କ ଉର୍ମିଳା ଗୌଡ ବୋଲି ଜଣା ପଡିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ଚନ୍ଦ୍ରମା ଗୌଡ ଓ ଉର୍ମିଳା ଗୌଡ ବ୍ରଜରାଜପୁର ଗ୍ରାମ ନିକଟରେ ଥିବା ବିଲରେ କାମ କରୁଥିବା ସମୟରେ ହଠାତ ବଜ୍ରାଘାତ ହୋଇଥିଲା । ଯାହା ଫଳରେ ଚନ୍ଦ୍ରମା ଗୌଡ ଓ ଉର୍ମିଳା ଗୌଡ ଗୁରୁତର ଆହତ ହୋଇଥିଲେ । ତୁରନ୍ତ ଦୁହିଁଙ୍କୁ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚନ୍ଦ୍ରମା ଗୌଡଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତ୍ୟୁ ଖବର ଶୁଣି ମେଡ଼ିକାଲ ପରିସରରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଉର୍ମିଳା ଗୌଡଙ୍କ ମେଡ଼ିକାଲରେ ଚିକିତ୍ସା ଚାଲିଥିବା ଦେଖିବାକୁ ମିଳିଛି ।

News Comment

You Might Also Like

BACK TO TOP