Breaking News

ପୁରୁଷୋତ୍ତମପୁର ରେ ଥିବା ଆଇ ଏସ ଆର ଡ଼ି ରେ ସ୍ୱାଧୀନତା ଦିବସ ପାଳିତ |    (15-Aug-2026)       ||      ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||   (15-Aug-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||     

ଖଲ୍ଲିକୋଟ, ଶିଶୁ ବିକାଶ ବିଦ୍ୟା ମନ୍ଦିର ପକ୍ଷରୁ ବିଜ୍ଞାନ ମେଳା ଅନୁଷ୍ଠିତ ||

23-Sep-2025

ଖଲ୍ଲିକୋଟ : ଶିଶୁ ବିକାଶ ବିଦ୍ୟା ମନ୍ଦିର ପକ୍ଷରୁ ବିଜ୍ଞାନ ମେଳା ଅନୁଷ୍ଠିତ,

      ଓଡିଶା ଜନ ମତ ବ୍ୟୁରୋ

ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ, ଭୁବନେଶ୍ୱରଙ୍କ ମାର୍ଗ ଦର୍ଶନରେ ପରିଚାଳିତ ଶିଶୁ ବିକାଶ ବିଦ୍ୟା ମନ୍ଦିର, ଖଲ୍ଲିକୋଟ, ଗଂଜାମ ତରଫରୁ ଏକ ମନୋଜ୍ଞ ବିଜ୍ଞାନ ମେଳା ଆଜି ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ମେଳାକୁ ସ୍ଥାନୀୟ ଗୋପପୁର ସ୍ଥିତ ଗୁପ୍ତେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ରିବନ୍ କାଟି ଶୁଭ ଉଦ୍ଘାଟନ କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟା ଶ୍ରୀମତୀ ଅନୁସୂୟା ମହାରଣା ଅତିଥିମାନଙ୍କୁ ସ୍ବାଗତ କରିବା ସହିତ ପ୍ରାକ୍ ସୂଚନା ପ୍ରଦାନ କରିଥିଲେ । ଆନୁଷ୍ଠାନିକ ରୀତିରେ ପ୍ରଦୀପ ପ୍ରଜ୍ଜ୍ୱଳନ, ସମୂହ ଦୀପ ମନ୍ତ୍ର ଗାନ ପରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ଆୟୋଜିତ ମେଳାରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବ୍ଲକ୍ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ନାୟକ, ଗୁପ୍ତେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ସ୍ୱତନ୍ତ୍ର ଅତିଥି, ଯୁବ ସାହିତ୍ୟିକ ତଥା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା, ଆଇତି ପୁର ଶିଶୁ ବିଦ୍ୟା ମନ୍ଦିରର ସମ୍ପାଦକ ରୋହିତ କୁମାର ସ୍ୱାଇଁ, ଅନୁଷ୍ଠାନର ସମ୍ପାଦକ ଭାଗିରଥି ସ୍ୱାଇଁ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଶିଶୁ ମାନଙ୍କ ମଧ୍ୟରେ ଲୁକ୍କାୟିତ ବିଜ୍ଞାନ ସମ୍ବନ୍ଧୀୟ ଧାରଣା, ଜ୍ଞାନ ବିଜ୍ଞାନକୁ ଆଧାର କରି ନୂତନ ବୈଜ୍ଞାନିକ ମାନସିକତା,  ମେଳା ଭଳି ବହୁ ମୂଲ୍ୟ ଅନୁଭୂତି, ଫୁଲଫଳ, ବନ୍ୟ ଜନ୍ତୁ, ଗଛଲତା, ବିଭିନ୍ନ ସାମଗ୍ରୀକୁ ଭିତ୍ତି କରି ବିଜ୍ଞାନ ମେଳା, ପ୍ରଦର୍ଶନୀ ଆୟୋଜନ, ନୂଆ ନୂଆ ପ୍ରକଳ୍ପ ଗଠନ, ଶିକ୍ଷାର୍ଥୀଙ୍କୁ ଅନୁସନ୍ଧିତ୍ସୁ କରିବା ଆଦି ବହୁବିଧ ଦିଗ ସମ୍ପର୍କରେ ଅତିଥି ମାନେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ପ୍ରଥମ କରି ହୋଇଥିବା ବିଜ୍ଞାନ ମେଳାରେ କୁନିକୁନି ଶିକ୍ଷାର୍ଥୀଙ୍କ ଦ୍ୱାରା ସଂଗଠିତ ପନ୍ଦରରୁ ଊର୍ଦ୍ଧ୍ବ ପ୍ରକଳ୍ପ ସ୍ଥାନ ପାଇଥିଲା । ବିଦ୍ୟାମନ୍ଦିରର ସହକାରୀ ଆଚାର୍ଯ୍ୟା କାଜଲ ବାରିକ, ସୁବାସିନୀ ଖଟୁଆ, ଅଲିଭା ରାଣୀ ତ୍ରିପାଠୀ ପ୍ରମୁଖ ମେଳାରେ ଉପସ୍ଥିତ ଥିଲେ । ଏତଦବ୍ୟତୀତ ବହୁ ଅଭିଭାବକ ଅଭିଭାବିକା ମଧ୍ୟ ମେଳାରେ ଯୋଗଦାନ କରିଥିଲେ । ଅତିଥିମାନେ ମେଳାରେ ପ୍ରଦର୍ଶିତ ପ୍ରକଳ୍ପ ସବୁ ବୁଲି ଦେଖିବା ସହିତ ଶିକ୍ଷାର୍ଥୀଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ସେ ସମ୍ପର୍କରେ ପଚାରି ବୁଝିଥିଲେ । ପରିଶେଷରେ ସମ୍ପାଦକ ଭାଗିରଥି ସ୍ୱାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP