Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ଛତ୍ରପୁର ଠାରେ ପାଳିତ |    (15-Aug-2026)       ||      ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |   (15-Aug-2026)       ||      ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |   (15-Aug-2026)       ||      ପୁରୁଷୋତ୍ତମପୁର ଏନଏସି ରେ ବିଭିନ୍ନ ଦାବି ନେଇ କାଉନ ସିଲର ଙ୍କ ଧାରଣା |    (15-Aug-2026)       ||      ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||     

ଗଜପତି ଜିଲ୍ଲା ତାଳମୁଣ୍ଡା ଗ୍ରାମପଞ୍ଚାୟତ ରେ ଜିଲ୍ଲପାଳ ଓ ଏସପିଙ୍କି ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ||

24-Sep-2025

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ,

          ଓଡିଶା ଜନ ମତ

ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ, ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ  ଶ୍ରୀମତୀ ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ରାୟଗଡ , ଡ଼ମ୍ବାଲ ଓ ଜିରାଙ୍ଗ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୫୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।

News Comment

You Might Also Like

BACK TO TOP