Breaking News

ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |   (15-Aug-2026)       ||      ଯୁକ୍ରେନ ବିରୁଦ୍ଧରେ ରୁଷ ପାଈଁ କୋର୍ଟ ଲଢ଼ିବେ ଭାରତୀୟ ପୂର୍ବତନ ବିଚାର ପତି DY ଚନ୍ଦ୍ରଚୁଡ଼ ||   (15-Aug-2026)       ||      ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||   (15-Aug-2026)       ||      32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||     

ପୋଲସରା ରେ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଙ୍କ 110 ତମ ଜୟନ୍ତୀ ପାଳିତ ||

25-Sep-2025

ପୋଲସରାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୧୧୦ ତମ ଜୟନ୍ତୀ ପାଳନ ଏଵଂ ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଶୁଭାରମ୍ଭ।

ଓଡ଼ିଶା ଜନମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା.୨୫/୦୯/୨୦୨୫:

 ପୋଲସରାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୧୧୦ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଭାରତୀୟ ଜନତା ପାର୍ଟି ଭଞ୍ଜନଗର ଜିଲ୍ଲା ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ପୋଲସରା ଦାଶରଥିନଗର ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପୋଲସରା ବିଜେପି ପକ୍ଷରୁ କରାଯାଇଥିଲା। ଏଥିରେ ଦଳୀୟ ଭଞ୍ଜନଗର ଜିଲ୍ଲା ଉପସଭାନେତ୍ରି ପ୍ରତିମା ସାହୁଙ୍କ ସମେତ ଆସ୍କା ସା°ସଦ ପ୍ରତିନିଧି ସିମାଞ୍ଚଳ ସାହୁ,ବରିଷ୍ଠ ସ°ଗଠକ କାମ୍ଫ ବାଢେଇ,ବରିଷ୍ଠ ସକ୍ରୀୟ କର୍ମୀ ସୁରେନ୍ଦ୍ର ନାଥ ପାଣିଗ୍ରାହୀ,ଚିରିକିପଡ଼ାଶାସନ ମଣ୍ଡଳ ପ୍ରଭାରୀ ରଘୁନାଥ ପଣ୍ଡା,ମଥୁରା ମଣ୍ଡଳ ପ୍ରଭାରୀ ମହେଶ୍ୱର ପରିଡ଼ା ଓ ସାଧାରଣ ସଂପାଦକ ଜ୍ୟୋତିମର୍ୟ ପୋଲେଇ ପ୍ରମୁଖ ଯୋଗଦେଇ ଦିନଦୟାଲଙ୍କ ପ୍ରେରଣାଦାୟୀ କର୍ମମୟ ଜୀବନ, ଦେଶପାଇଁ ତ୍ୟାଗ ଓ ସଂଗ୍ରାମ ଉପରେ ନିଜନିଜର ସୁଚିନ୍ତିତ ମନ୍ତବ୍ୟ ପ୍ରଦାନ କରିବା ସହ ତାଙ୍କର ଏହି ପବିତ୍ର ଦିବସରେ ସରକାରଙ୍କ ତରଫରୁ ଦେଶକୁ ଆତ୍ମନିର୍ଭରଶିଳତା କରିବା ମହତ୍ ସଂକଳ୍ପ ନେଇ ସ୍ୱତନ୍ତ୍ରଭାବେ "ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ" ଯୋଜନାର ପ୍ରଶ°ସା କରିଥିଲେ। ଏହି ଅବସରରେ ଉକ୍ତ ଯୋଜନାକୁ ଉଦଘାଟନ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପଣ୍ଡିତ ଦିନଦୟାଲଙ୍କ ସମେତ ଭାରତମାତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରାଯିବାସହ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ସଭାକାର୍ଯ୍ୟ  ହାତିଓଟ ମଣ୍ଡଳ ପ୍ରଭାରୀ ଦୀପକ କୁମାର ପଲେଇ କରିଥିବାବେଳେ ଶେଷରେ ହାତିଓଟ ମଣ୍ଡଳ ସଭାପତି ପ୍ରଶାନ୍ତ କୁମାର ପ୍ରଧାନ  ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୋଲସରା ମଣ୍ଡଳ ସଭାପତି ରାମକୃଷ୍ଣ ପ୍ରଧାନ ଓ ନଗର ପ୍ରଭାରୀ ପ୍ରସନ୍ନ କୁମାର ଡାକୁଆ,ମଥୁରା ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ ଜେନା,ଜକର ଶକ୍ତିକେନ୍ଦ୍ର ମୁଖ୍ୟ ଦ୍ଵୁତିକୃଷ୍ଣ ଗୌଡ଼,ନିକୁଞ୍ଜ କୁମାର ସାହୁଙ୍କ ସମେତ ବହୁସଂଖ୍ୟାରେ ଦଳୀୟ କର୍ମୀ ଓ ସ°ଗଠକ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP