Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ବ୍ରହ୍ମପୁର ର ବାସିନ୍ଦା ତଥା ପୋଲସରା ଭାବରଡ଼ା ର ଝିଅ ସୋନାଲି ଓଏସ ରେ କୃତ କାର୍ଯ୍ୟ |

26-Sep-2025

ଓଏଏସ ରେ ବ୍ରହ୍ମପୁର ର ଝିଅ କୃତକାର୍ଯ୍ୟ,

    ଓଡିଶା ଜନ ମତ ବ୍ୟୁରୋ,

ବ୍ରହ୍ମପୁର ମହାନଗର ନିଗମ ର ଖୋଡ଼ା ଶିଙ୍ଗି ବାସୁଦେବ ନଗର ଦ୍ଵିତୀୟ ଲେନ ନିବାସୀ ଅବସର ପ୍ରାପ୍ତ ସହ ନିର୍ବାହୀ ଯନ୍ତ୍ରୀ ବିଶ୍ଵନାଥ ଜେନା, ସଂଯୁକ୍ତା ରାଣୀ ଜେନା ଙ୍କ ସୂପୁତ୍ରି ଶ୍ରୀମତୀ ସୋନାଲି ଜେନା ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷା ରେ ୧୬୯ତମ ସ୍ଥାନ ରଖି କୃତକାର୍ଯ୍ୟ ହୋଇ ଛନ୍ତି। ଶ୍ରୀମତୀ ଜେନା ବର୍ତ୍ତମାନ ଓଡ଼ିଶା ଔଷଧ ନିଗମ ରେ ବର୍ତ୍ତମାନ କାର୍ଯ୍ୟରତ ଅଛନ୍ତି। ତାଙ୍କର ପୈତୃକ ଗ୍ରାମ ପୋଲସରା ବ୍ଲକ୍ ର ଭାବାରଡା ଗ୍ରାମ ଅଟେ ।  ସେ ପିଲାବେଳୁ ମେଧାବୀ ଛାତ୍ରି ଥିଲେ। ସେ ବ୍ରହ୍ମପୁର ର ଗିରି ରୋଡ ହାଇସ୍କୁଲ ଓ ଖଲିକୋଟ କଲେଜ ର ଛାତ୍ରୀ ଥିଲେ ପରବର୍ତ୍ତୀ ସମୟ ରେ ସେ ବିତେକ୍ କରିଥିଲେ। ତାଙ୍କର ସ୍ବାମୀ ଦୀପକ୍ କୁମାର ସ୍ବାଇଁ ମଧ୍ୟ ବର୍ତ୍ତମାନ ଓଡ଼ିଶା ସରକାର ସ୍ବାସ୍ଥ୍ୟ ବିଭାଗ ରେ ମଧ୍ୟ କାର୍ଯ୍ୟରତ।
ତାଙ୍କର ସଫଳତା ରେ ବାସୁଦେବ ନଗର ଉନ୍ନୟନ ପରିଷଦ ର ସଭାପତି ଶ୍ରୀ ସତ୍ୟ ନାରାୟଣ ମିଶ୍ର, ସମ୍ପାଦକ ଶ୍ରୀ ମାନସ ରଞ୍ଜନ ତ୍ରିପାଠୀ ଙ୍କ ସମେତ ଅଞ୍ଚଳ ବାସୀ ଶୁଭେଚ୍ଛା ଶୁଭକାମନା ଜଣାଇଛନ୍ତି।

News Comment

You Might Also Like

BACK TO TOP