Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ଖଲ୍ଲିକୋଟ ଶିଶୁ ବିଦ୍ୟା ମନ୍ଦିର ରେ ଆଚାର୍ଯ୍ୟ, ଆଚାର୍ଯ୍ୟା ପ୍ରଶକ୍ଷିଣ ଶିବିର ଆୟୋଜନ ||

28-Sep-2025

ଖଲ୍ଲିକୋଟ: ସାମୂହିକ ଆଚାର୍ଯ୍ୟା/ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଆୟୋଜିତ

        ଓଡିଶା ଜନ ମତ ବ୍ୟୁରୋ,

ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ, ଭୁବନେଶ୍ୱରଙ୍କ ମାର୍ଗ ଦର୍ଶନରେ ପରିଚାଳିତ ଶିଶୁ ବିକାଶ ବିଦ୍ୟା ମନ୍ଦିର, ଖଲ୍ଲିକୋଟ ଠାରେ ହ ଗତ ତା ୨୭/୦୯/୨୫ ରିଖରେ ସାମୂହିକ ଆଚାର୍ଯ୍ୟା/ଆଚାର୍ଯ୍ୟ ପ୍ରଶିକ୍ଷଣ (ଦକ୍ଷିଣ ସମ୍ଭାଗ) ଶିବିର ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇ ଆଜି ଅର୍ଥାତ୍ ତା ୨୮/୦୯/୨୫ ରିଖରେ ଉଦଯାପିତ ହୋଇଯାଇଛି । ଖଲ୍ଲିକୋଟ ବ୍ଲକ୍ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବିନାରାୟଣ ସେଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭ ଉଦ୍ଘାଟନ କରିଥିଲା ବେଳେ ସାବିଳିଆ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରବୀନ୍ଦ୍ର କୁମାର ନାୟକ, ଅବସରପ୍ରାପ୍ତ ଶିକ୍ଷକ ତଥା କୈରାଶି ବିଦ୍ୟା ମନ୍ଦିରର ସମ୍ପାଦକ ମେଘନାଦ ମହାରଣା, ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ତଥା ପ୍ରାନ୍ତ ପ୍ରଶିକ୍ଷକ ଗୋପବନ୍ଧୁ ସାହୁ, ଆଇତି ପୁର ବିଦ୍ୟା ମନ୍ଦିରର ସମ୍ପାଦକ ରୋହିତ କୁମାର ସ୍ୱାଇଁ, କନକା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ଯୁବ ସାହିତ୍ୟିକ ଡକ୍ଟର ଦ୍ବାରିକାନାଥ ମହାରଣା ପ୍ରମୁଖ ଉଦ୍ଘାଟନୀ ଉତ୍ସବରେ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଆଚାର୍ଯ୍ୟ/ଆଚାର୍ଯ୍ୟାଙ୍କ ଶୈକ୍ଷିକ, ବୈ।ଦ୍ଧିକ, ମାନସିକ ବିକାଶରେ ସ୍ୱତନ୍ତ୍ର ପ୍ରଶିକ୍ଷଣର ଆବଶ୍ୟକତା, ଶିଶୁ ଉପଯୋଗୀ ଶିକ୍ଷାଦାନ ପ୍ରକ୍ରିୟା, ଶ୍ରେଣୀ ଗୃହରେ ଅଭିନବ ଶିକ୍ଷଣ କଳା କୈ।ଶଳର ପ୍ରୟୋଗ, ନାଚଗୀତ, ଅଭିନୟ, ଗଳ୍ପ କଥନ ଆଦି ମାଧ୍ୟମରେ ଶିଶୁଙ୍କ ଶିକ୍ଷା ସହଜ ସରଳ ହୋଇପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଅନୁଷ୍ଠାନର ସମ୍ପାଦକ ଭାଗିରଥି ସ୍ୱାଇଁ, ପ୍ରଧାନ ଆଚାର୍ଯ୍ୟା ଅନୁସୂୟା ମହାରଣା କାର୍ଯ୍ୟକ୍ରମର ପରିଚାଳନା ଦାୟିତ୍ଵ ସମ୍ପାଦନ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମର ବଳିଷ୍ଠ ସଂଯୋଜନା କରିଥିଲେ ଭୂଷଣ୍ଡପୁର ସମ୍ପାଦକ ରମେଶ କୁମାର ବେହେରା । ତାହାପରେ ପ୍ରଶିକ୍ଷଣ କେନ୍ଦ୍ରରେ ଭାଷା, ଗଣିତ, ଇଂରାଜୀ ଆଦି ବିଷୟ ଭିତ୍ତିକ ଦୁଇ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ସମ୍ବଳ ପ୍ରଶିକ୍ଷକ ମହେଶ୍ୱର ସାହୁ, ଗୋପବନ୍ଧୁ ସାହୁ, ରମେଶ କୁମାର ବେହେରା, ଡକ୍ଟର ଦ୍ବାରିକାନାଥ ମହାରଣା ପ୍ରମୁଖ ଶିବିରରେ ସୂଚାରୁରୂପେ ଆଚାର୍ଯ୍ୟା/ଆଚାର୍ଯ୍ୟଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଉଦଯାପନୀ ଉତ୍ସବରେ ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ରାଜ୍ୟ ସମ୍ପାଦକ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ନିରନ୍ତର ପ୍ରଶିକ୍ଷଣର ପ୍ରୟୋଜନତା, ଲବ୍ଧ ଜ୍ଞାନକୁ କିଭଳି ଶିକ୍ଷାର୍ଥୀଙ୍କ ମଧ୍ୟରେ ବିତରଣ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ ।  ଆୟୋଜିତ ଉତ୍ସବରେ ଆଚାର୍ଯ୍ୟ/ ଆଚାର୍ଯ୍ୟାମାନେ ଦ୍ୱିଦିବସୀୟ ପ୍ରଶିକ୍ଷଣ ଶିବିରରେ ଗ୍ରହଣ କରିଥିବା ଅନୁଭୂତିକୁ ସର୍ବ ସମ୍ମୁଖରେ ପ୍ରକାଶ କରିଥିଲେ । ପରିଶେଷରେ ବନ୍ଦେ ମାତରଂ ସମୂହ ଗାନ ପରେ କାର୍ଯ୍ୟକ୍ରମର ପରିସମାପ୍ତି ଘଟିଥିଲା ।

News Comment

You Might Also Like

BACK TO TOP