Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ଖୋର୍ଦ୍ଧା ମୁକୁନ୍ଦ ପ୍ରସାଦ ର ଝିଅ ପାଇଲେ ଓଏ ଏ ସ |

01-Oct-2025

ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ଝିଅ ଶ୍ରଦ୍ଧା ସୁମନ ପାଇଲେ ଓଏଏସ::ପିତା,ମାତା,ଶିକ୍ଷକ ଓ ଭଗବାନ ଙ୍କୁ ଦେଲେ ଶ୍ରେୟ,

ଓଡିଶା ଜନମତ,ଖୋର୍ଦ୍ଧା,, ଗୋପାଳକୃଷ୍ଣ ପ୍ରଧାନ,

ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ )୨୦୨୩ ପରୀକ୍ଷା ଫଳ ପ୍ରକାଶିତ ହୋଇଥିବା ବେଳେ ଏଥିରେ ଖୋର୍ଦ୍ଧା ମୁକୁନ୍ଦ ପ୍ରସାଦର ଝିଅ ଶ୍ରଦ୍ଧା ସୁମନ  ୧୯୧ ରାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି।୨୦୨୧ ରୁ ସୁନ୍ଦରଗଡ଼ ଜିଲ୍ଲାରେ ରାଜସ୍ୱ ନିରୀକ୍ଷକ ଭାବେ କାର୍ଯ୍ୟରତ ଥିବା ସୁମନ ୨୦୧୭ ମସିହାରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟରୁ ରସାୟନ ବିଜ୍ଞାନ ରେ ପିଜି କରିବା ପରେ ଏହି ପ୍ରବେଶିକା ପରୀକ୍ଷା ପାଇଁ ଚେଷ୍ଟା ଚଳାଇଥିଲେ। ବାରମ୍ବାର ବିଫଳ ହେବା ସତ୍ୱେ ସେ ହାର ନ ମାନି ନିଜ ଲକ୍ଷ ସ୍ଥଳରେ ପହଂଚିବା ପାଇଁ ଚେଷ୍ଟା ଜାରି ରଖିଥିଲେ। ତେବେ ୨୦୨୩ରେ ନିଜର ଷଷ୍ଠ ପ୍ରଚେଷ୍ଟା ରେ ପ୍ରଥମ ଥର ପାଇଁ ସାକ୍ଷାତକାର ପର୍ଯ୍ୟନ୍ତ ଯାଇ ଏଥିରେ ସଫଳ ହୋଇଥିଲେ।ମଣିଷ କିପରି ଚେଷ୍ଟା କଲେ ନିଜ ଅଧ୍ୟବସାୟ ବଳରେ ସବୁ କିଛି ସମ୍ଭବ କରିପାରେ ତାହାର ଉଦାହରଣ ହୋଇ ଯାଇଛନ୍ତି ଶ୍ରଦ୍ଧା ସୁମନ। ଖୋର୍ଦ୍ଧା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରୁ ୨୦୧୦ ମସିହାରେ ମାଟ୍ରିକ ପାସ କରିବା ପରେ ୨୦୧୨ ରେ ପ୍ରାଣନାଥ ମହାବିଦ୍ୟାଳୟ ରୁ ପ୍ରଥମେ +୨ ଏବଂ ୨୦୧୫ ରେ ସ୍ନାତକ ଶିକ୍ଷା ହାସଲ କରିଥିଲେ। ନିଜ ସଫଳତା ପାଇଁ ସେ ସମସ୍ତ ଶ୍ରେୟ ନିଜର ପିତା ମାତା, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସର୍ବୋପରି ଭଗବାନ ଙ୍କୁ ଦେଇଛନ୍ତି। ଦଶମ ଶ୍ରେଣୀରୁ ସେ ସେ ଏହି ସେବା ପରୀକ୍ଷା ପାଇଁ ଆଶାୟୀ ଥିଲେ। ପରୀକ୍ଷା ପାଇଁ ସେ ପ୍ରବେଶିକା ପୁସ୍ତକ ଏବଂ ଅନଲାଇନ କ୍ଲାସ ମାଧ୍ୟମରେ ତାଲିମ ପାଇଥିଲେ। ତାଙ୍କର ଏହି ସଫଳତା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ବନ୍ଧୁ ବାନ୍ଧବ ଙ୍କ ପକ୍ଷରୁ ଶୁଭେଚ୍ଛା ର ସୁଅ ଛୁଟୁଛି। ସୁମନ ଙ୍କ ମାତା ସବିତା ଜେନା ଜଣେ ଗୃହିଣୀ ହୋଇଥିବା ବେଳେ ବାପା ସନତ କୁମାର ଜେନା ଜଣେ କୃଷକ ଅଟନ୍ତି। ଝିଅର ଏହି ସଫଳତା ପାଇଁ ସେମାନେ ନିଜକୁ ଗର୍ବିତ ଅନୁଭବ କରୁଛନ୍ତି।

News Comment

You Might Also Like

BACK TO TOP