Breaking News

ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||     

କୋଳିଦାସ ପୁର ଗ୍ରାମରେ ଜଣେ ବ୍ୟକ୍ତି ଙ୍କ ନଡ଼ିଆ ତୋଳିବାଜୁ ଯାଇ ଗଛରୁ ଖସି ମୃତ୍ୟୁ |

04-Oct-2025

ଗଛରୁ ଖସି ନଡ଼ିଆ ତୋଳାଳି ର ମୃତ୍ୟୁ,

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ, 

ହିଞ୍ଜିଳି ଥାନା ଅର୍ନ୍ତଗତ କୋଳିଦାସ ପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଜଣେ ନଡ଼ିଆ ତୋଳାଳି ର ମୃତ୍ୟୁ ଘଟିଛି। ମୃତ ଜଣକ ହେଉଛନ୍ତି କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ଗୋପପୁର ଗ୍ରାମର କୃଷ୍ଣଚନ୍ଦ୍ର ନାହାକ ଓ ସେ ଉକ୍ତ ଗ୍ରାମର ଜଣେ ବାସିନ୍ଦା ଙ୍କ ଘରେ ନଡ଼ିଆ ତୋଳିବାକୁ ଆସି ଏହି ଭଳି ଘଟଣାର ସମ୍ମୁଖୀନ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ କୃଷ୍ଣ କୁ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ନଂ ୨୫/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP