Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ଆର ଟି ବିଦ୍ୟା ପୀଠ ର 1992 ମସିହା 10th ବେଚ ର ଛାତ୍ର, ଛାତ୍ରୀ ଙ୍କ ବନ୍ଧୁ ମିଳନ ଅନୁଷ୍ଠିତ |

05-Oct-2025

ଆର ଟି   ବିଦ୍ୟା ପୀଠ ର 1992 ବେଚ ର ଛାତ୍ର, ଛାତ୍ରୀ ଙ୍କ  ବନ୍ଧୁ ମିଳନ,

       ଓଡିଶା ଜନ ମତ ବ୍ୟୁରୋ, 

ତାରା ତାରିଣୀ ମନ୍ଦିର ତଳ ଏକ ହୋଟେଲ ମଧ୍ୟରେ ପ୍ରତାପୁର ଛକ ଠାରେ ଥିବା ଆର ଟି ବିଦ୍ୟା ପୀଠ ର 1992 ମସିହା 10th ବେଚର   ଛାତ୍ର, ଛାତ୍ରୀ ମାନଙ୍କ  ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ  ହେବା ସହିତ ସେତେବେଳର ଉପସ୍ଥିତ ଶିକ୍ଷକ ମାନଙ୍କୁ ନିନନ୍ତ୍ରଣ କରାଯାଇ ସେମାନଙ୍କୁ ଛାତ୍ର ମାନଙ୍କ ଦ୍ୱାରା ଉପଢୌକନ ଓ ମାନପତ୍ର ଦେଇ ସାମ୍ନାନିତ କରାଯାଇଥିଲା  | ଏବଂ ଦେହାନ୍ତହୋଇ ଯାଇଥିବା ଶିକ୍ଷକମାନଙ୍କ ନିମନ୍ତେ ଛାତ୍ର ମାନେ ଦୁଇ ମିନଟ ପାଈଁ ନିରବପାର୍ଥନା କରି ତାଙ୍କୁ ସ୍ମରଣ କରିଥିଲେ | ଏହି କାର୍ଯ୍ୟକ୍ରମ ରେ  ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରଭାକର ଦାଶ, ସନ୍ୟାସୀ ନାୟକ, ନରସିଂହ ଜେନା, ଲକ୍ଷ୍ମୀ ଚରଣ ପାଣିଗ୍ରାହୀ, ବାସୁଦେବ ମିଶ୍ର, ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ଗୋଲକ ଚନ୍ଦ୍ର ପଣ୍ଡା,  ଏବଂ ରିଟାୟାଡ ପିଅନ ଦଣ୍ଡ ପାଣି  ମହାପାତ୍ର ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମ ରେ ପ୍ରାକ୍ତନ ଛାତ୍ର ଯଂଜ୍ଞ ନାରାୟଣ ଦାଶ ଅତିଥି ଙ୍କ ପରିଚୟ ପ୍ରଦାନ କରିଥିଲା ବେଳେ, ଚକ୍ରପାଣି ନାହାକ ବିବରଣୀ ପାଠ କରିଥିଲେ |ପୁରାତନ ଛାତ୍ର ପଦ୍ମନାଭ ଆଚାର୍ଯ୍ୟ ମଞ୍ଚ ପରିଚାଳନା କରିଥିଲେ | ଓ ଶୌରୀ ଶଙ୍କର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ | ତେବେ ଦୀର୍ଘ ବର୍ଷ ପରେ ସାଙ୍ଗ ମାନଙ୍କ ଦେଖା ସାକ୍ଷାତ ସହିତ କିଏ କେଉଁଠି ରହୁଛି ଏବଂ କଣ କରୁଛି ତାଉପରେ ଆଦାନ, ପ୍ରଦାନ ଓ ଭାବ ବିନିମୟ ହୋଇ ଥିଲା | ଏହିକାର୍ଯ୍ୟକ୍ରମ ରେ ପୁର୍ଣଚନ୍ଦ୍ର ପଣ୍ଡା, ନିତ୍ୟାନନ୍ଦ ମହାପାତ୍ର, ପୂର୍ଣ୍ଣ ଚନ୍ଦ୍ର ପାଳ, ପ୍ରଭାକର ଆଚାର୍ଯ୍ୟ, ଗନ୍ଧର୍ବ ବେହେରା, ଭଗବାନ ଗୌଡ଼,  ଶ୍ରୀନିବାସ ରାଓ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ |

News Comment

You Might Also Like

BACK TO TOP