Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ଆସ୍କା ଥାନା ଅନ୍ତର୍ଗତ ଚେର ମାରିଆ ଗାଁରେ ସଡ଼କ ଦୁର୍ଘଟଣା ରେ ଜଣେ ମୃତ, ଜଣେ ଆହତ |

07-Oct-2025

ସଡ଼କ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର ଆହତ,

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,

ଆସ୍କା ଥାନା ଅନ୍ତର୍ଗତ ଚେରେମେରିଆ ଛକରେ ସଡ଼କ ଦୁର୍ଘଟଣାରେ ଆସ୍କା ସହର ଲାଲା ଶାସନ ର ହିମାଂଶୁ ଶେଖର ପାତ୍ର ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି ଓ ବଂଧୁ ରାଜେନ୍ଦ୍ର ଗୌଡ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଉଭୟ ବଂଧୁ ବ୍ରହ୍ମପୁର ଠାରୁ ନିଜ ଗାଁ କୁ ଫେରୁଥିବା ବେଳେ ଦୁର୍ଘଟଣା ର ସମ୍ମୁଖୀନ ହେଇଥିଲେ। ସ୍ଥାନୀୟ ଲୋକେ ଉଭୟ ଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲେ। କିନ୍ତୁ ଡ଼ାକ୍ତର ହିମାଂଶୁ କୁ ମୃତ ଘୋଷଣା କରିଛନ୍ତି।ଖବର ପାଇ ପୋଲିସ ଡାକ୍ତରଖାନାରେ  ପହଞ୍ଚି ମୃତ ଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP