Breaking News

ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||     

, ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟଣା ରେ କଂଗ୍ରେସ ର ମତ ନିଜ ଦଳରେ ନିଜ ଲୋକ ସୁରକ୍ଷିତ ନୁହଁ|

08-Oct-2025

ଆଇନ ଯିବିଙ୍କ ମୃତ୍ୟୁ ରେ କଂଗ୍ରେସ ର ମତ ବିଜେପ ସରକାରରେ ନିଜ ଦଳର ଲୋକ ଅସୁରକ୍ଷିତ,

         ଓଡିଶା ଜନ ମତ ବ୍ୟୁରୋ

ବିଜେପି ସରକାର ଙ୍କ ଶାସନ ରେ ନିଜ ଦଳର ଜଣେ ନେତା ତଥା ରାଜ୍ୟ ବାର କାଉନ ସିଲର ସଦସ୍ୟ ଥିବା ପୀତବାସ ପଣ୍ଡାଙ୍କୁ ଯେଉଁଭଳି ଭାବେ ନିଜ ଘର ସମ୍ମୁଖ ରେ ମୋଟର ସାଇକେଲ ରେ ଆସିଥିବା ଦୁଇଜଣ ଦୁବୃତ୍ତଗୁଳି ମାରି  ହତ୍ୟା କରି ଫେରାର ହୋଇ ଯାଇଥିଲେ ତାହା  ନିନ୍ଦନୀୟ ଅଟେ | ରାଜ୍ୟରେ ବିଜେପିର  ସରକାରରେ ଆଇନ ଶୃଙ୍ଖଳା ପରିସ୍ଥିତି   କିପରି ଅଛି ତାହା ଉପରେ  ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ଆଲୋଚନା ଆରମ୍ଭକରି ରାଜ୍ୟ କଂଗ୍ରେସ ମୁଖପାତ୍ର ଅଶୋକ ସ୍ଵାଇଁ କହିଲେ: ଯେ ମୁଖ୍ୟମନ୍ତ୍ରୀ ଡିଜିପିଙ୍କୁ ବିଜେପିର ଭିଭିଆଇପିଙ୍କୁ ସେବା ଦେବାରେ ଚରମ ଅବହେଳା  ପାଇଁ  ଆଜି ଏହିଭଳି ଘଟଣା ଘଟୁଛି |ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ତଥା ପିସିସିର ବରିଷ୍ଠ ମୁଖପାତ୍ର ଦେବାଶିଷ ନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ଗତ କିଛିଦିନ ଭିତରେ ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଛି। ସରକାରଙ୍କ ଶାସନ ବ୍ୟବସ୍ଥାକୁ କେହି ଡରୁନାହାନ୍ତି। ଗତକାଲି ବିଜେପିର ବରିଷ୍ଠ ନେତା ତଥା ରାଜ୍ୟ ବାର୍ କାଉନସିଲର ବରିଷ୍ଠତମ ସଦସ୍ୟ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କର ଘର ସମ୍ମୁଖରେ ଗୁଳିକରି ଅତି,
ନିର୍ମମ ଭାବରେ ହତ୍ୟା କରାଯାଇଛି। ଆଜି ରାଜ୍ୟର ଏପରି ଅବସ୍ଥା କୌଣସି ଜାଗାରେ କିଛି ବି ଅଘଟଣ ଘଟିଯାଇପାରେ । ବିଜେପି ନିଜ ବରିଷ୍ଠ ନେତାଙ୍କୁ ସୁରକ୍ଷା ଦେଇ ପାରୁନଥିବା ବେଳେ: ସାଧାରଣ ଲୋକଙ୍କୁ କଣ ସୁରକ୍ଷାଦେବ ତାହାହିଁ ବଡ଼ ପଶ୍ନ  ବାଚୀ ସୃଷ୍ଟି କରୁଛି  । ସାମ୍ବାଦିକମାନେ ଜଦି ଦୂର୍ନୀତିକୁ ଲୋକଲୋଚନକୁ ଆଣନ୍ତି ତେବେ – ସେମାନେ ମଧ୍ୟ ଅସୁରକ୍ଷିତ। ଏଥୁରୁ ଜଣାଯାଏ ସେ ଶାସନ ଅନୁଶାସନରେ, ଅନଭିଜ୍ଞ ସରକାର ଏଠି ଚାଲୁଛି ।
ଏଠି ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରୁ ପ୍ରଧାନମନ୍ତ୍ରୀଙ୍କଦପ୍ତର ରୁ ଯାହା ନିର୍ଦେଶ ଆସୁଛି ତାହା ଏଠାରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟ କରୁଛନ୍ତି | ମୁଖ୍ୟମନ୍ତ୍ରି ପଦରେ ରହି ଯଦି ଲୋକଙ୍କୁ ସେବା ଦେବାରେ ଅସମର୍ଥ ତେବେ ମୁଖ୍ୟମନ୍ତ୍ରୀ ସମ୍ମାନର ସହ ଇସ୍ତଫା ଦେଇଦେବା ଦରକାର ବୋଲି ଖୋର୍ଦ୍ଧା ଜିଲ୍ଲାକଂଗ୍ରେସ କମିଟିର ସଭାପତି ରାଜୀବ ପଟନାୟକ କହିଛନ୍ତି | ଯଦି ସେ ଏହାକୁ ଗ୍ରହଣ କରନ୍ତି ନାହିଁ ତେବେ ଜନତା  କେବେବି କ୍ଷମ କରିବେ ନାହିଁ । ଖୋଦ ମୁଖ୍ୟମନ୍ତ୍ରୀ ନିଜ ଅଧୀନରେ ଗୁହ ବିଭାଗ ରଖୁଥିବା ବେଳେ ବର୍ତ୍ତମାନ ଆଇନ ଶୃଙ୍ଖଳା ପରିସ୍ଥିତି ଯେପରି ହୋଇଛି ଜନ ସାଧାରଣ ତାଙ୍କୁ କେବେବି କ୍ଷମା କରିବେ ନାହିଁ ବୋଲି କହିଛନ୍ତି |

News Comment

You Might Also Like

BACK TO TOP